ସୂର୍ଯ୍ୟ ମନ୍ଦିର ପରିସରରେ ଅନ୍ତର୍ଜାତୀୟ ଯୋଗ ଶିବିର

ସୂର୍ଯ୍ୟ ମନ୍ଦିର ପରିସରରେ ଅନ୍ତର୍ଜାତୀୟ ଯୋଗ ଶିବିର

ଫୋକସ ପ୍ଲସ (କୋଣାର୍କ) ୨୧/୦୬/୨୦୨୨ : କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସର ଆର୍ନ୍ତଜାତୀୟ ଯୋଗ ଶିବିର ଅନୁଷ୍ଠିତ ହୋଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଆଶ୍ବିନୀ ବୈଷ୍ଣବ ଏହି ଶିବିର କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ମନ୍ତ୍ରୀ ମାନେ କେହି ଯୋଗ ଦେଇ ନଥିବା ଦେଖିବାକୁ ମିଳିଛି। ବିଶେଷ କରି ଦୈନ ଦିନ ଜୀବନ ରେ ଯୋଗ ଶରୀର କୁ ସୁସ୍ଥ ରଖିବା ସହିତ ମାନସିକ ଶାନ୍ତି ପ୍ରଦାନ କରିଥାଏ । ଏହି ଯୋଗ ଶିବିର ସୂର୍ଯ୍ୟ ମନ୍ଦିର ପରିସର,ସୂର୍ଯ୍ୟ ମନ୍ଦିର ସମ୍ମୁଖ ଓ ଆଇଓସିଏଲ ବ୍ୟାଖାନ କେନ୍ଦ୍ର ପରିସର ଭିତରେ ଏହି ଶିବିର ଆୟୋଜିତ ହୋଇଅଛି । ବିଭିନ୍ନ ବର୍ଗର ଲୋକ,ଛାତ୍ର ଛାତ୍ରୀ ନିଜକୁ ଏହି ଶିବିରରେ ସାମିଲ କରିଥିବା ବେଳେ ପ୍ରାୟ ଅଢ଼େଇ ହଜାର ଲୋକ ଏକତ୍ର ହୋଇ ଏହି ଶିବିରରେ ଯୋଗ କରିଛନ୍ତି । ଯୋଗ କଲେ ଆମ ସରିର ପ୍ରତି ଉପକାରୀ ବୋଲି କୁହନ୍ତି। କେନ୍ଦ୍ର ରେଳ ମନ୍ତ୍ରୀ ଆଶ୍ବିନୀ ବୈଷ୍ଣବ ଅପରପକ୍ଷରେ କୋଣାର୍କ ସୂର୍ଯ୍ୟ ମନ୍ଦିର ଚତୃପାର୍ସରେ ବୁଲି ତାର କାରୁକାର୍ଯ୍ୟ ବକ୍ଷାଣିଥିଲେ ମନ୍ତ୍ରୀ।

କୋଣାର୍କ ରୁ ଆଶିଷ ରଞ୍ଜନ ମିଶ୍ର focus plus

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.