ଭାଣେଜୀ ପାଇଁ ଚାଲିଗଲା ମାମୁଁଙ୍କ ଜୀବନ

ଭାଣେଜୀ ପାଇଁ ଚାଲିଗଲା ମାମୁଁଙ୍କ ଜୀବନ

ଫୋକସ ପ୍ଲସ (ନବରଙ୍ଗପୁର) ୨୧/୦୬/୨୦୨୨ : ନବରଙ୍ଗପୁର ଜିଲ୍ଲା ଉମରକୋଟ ରେ ଏକ ଦୁଃଖଦ ଘଟଣା ଘଟି ଯାଇଛି |ବିଦ୍ୟୁତ ଆଘାତ ଲାଗି ମାମୁଁ ଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ବର୍ଷର ଭାଣେଜୀ ଗୁରୁତ୍ୱର ହୋଇଛନ୍ତି |ସୂଚନା ମୁତାବିକ ଉମରକୋଟ କୁସୁମଗୁଡା ସ୍ଥିତ ସମସ୍ଥା ନାମକ ଏକ ବେସରକାରୀ ଫାଇନାନ୍ସ ସଂସ୍ଥାରୁ ଋଣ ନେବାକୁ ଆସିଥିବା ଉମରକୋଟ ମୁର୍ତ୍ତୃମାର ମହାଦେବଙ୍କ ସହ ତାଙ୍କ ୮ ବର୍ଷର ଭାଣିଜୀ ଆସିଥିଲେ | ଅଫିସ ବାଲକୋନୀ ଦେଇ 11KV ତାର କୁ ଭାଣିଜୀ ଧରିବାକୁ ଯିବା ସମୟରେ ମାମୁଁ ଭାଣିଜୀ କୁ ବନ୍ଚିଵାକୁ ଯାଉଥିବା ସମୟରେ ବିଦ୍ୟୁତ ଆଘାତରେ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିଲେ |

Related post

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…
ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ଫୋକସ ପ୍ଲସ (ଆଠମଲ୍ଲିକ) ୦୭/୦୭/୨୦୨୨: ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ଷୋଳପଦା ଅଂଚଳ ଆମ୍ବାସରମୁଣ୍ଡା ସେବା ସମବାୟ ସମିତିର ପ୍ରଥମ ପର୍ଯ୍ୟାୟ ଭୋଟ ମତଦାନ ଦିବସରେ ରେ ଗଗନ ବିହାରୀ…

Leave a Reply

Your email address will not be published.