ନୋ ଏଣ୍ଟ୍ରିରେ ଚାପିଦେଲା ଟ୍ରକ, ଦୁଇ ଗୁରୁତର

ନୋ ଏଣ୍ଟ୍ରିରେ ଚାପିଦେଲା ଟ୍ରକ, ଦୁଇ ଗୁରୁତର

ଫୋକସ ପ୍ଲସ (ଢେଙ୍କାନାଳ)୨୩/୦୬/୨୦୨୨: ନୋ ଏଣ୍ଟ୍ରି ରେ ଚାପିଦେଲା ଟ୍ରକ l ଦୁଇ ଗୁରୁତର l ଗୁରୁତର ଦୁଇ ଜଣ ହେଲେ ତୁମୁସିଙ୍ଗା ଥାନା କୋଟଗରା ଗ୍ରାମ ର ସୁଜିତ ମଳିକ ଓ ରମେଶ ମଳିକ l ସୂଚନା ଅନୁସାରେ ଉଭୟ ଏକ ବାଇକ ଯୋଗେ କାମାକ୍ଷାନଗର ଥାନା କାନପୁରା ଗ୍ରାମ କୁ କାମ କରିବାକୁ ଯାଉଥିବା ବେଳେ ବାଇପାସ ନିକଟରେ ଥିବା କାନପୁରା ରାସ୍ତାରେ ଟ୍ରକ ସହ ଧକା ହୋଇଥିଲେ l ସ୍ଥାନୀୟ ଲୋକ ଙ୍କ ଠାରୁ ଖବର ପାଇ 108ଆମ୍ବୁଲାନ୍ସ ଯୋଗେ ଉଭୟ ଙ୍କୁ କାମାକ୍ଷାନଗର ମେଡିକାଲ ରେ ଭର୍ତି କରାଯାଇଛି l ଉଭୟ ଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପର୍ଣ ଥିବାରୁ ଡାକ୍ତର ସେମାନଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରିଛନ୍ତି l

କାମାକ୍ଷାନଗର ରୁ ସମଦର୍ଶିଦାସ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.