ସରପଞ୍ଚଙ୍କ କାର୍ଯ୍ୟକୁ ବିରୋଧ

ସରପଞ୍ଚଙ୍କ କାର୍ଯ୍ୟକୁ ବିରୋଧ

ଫୋକସ ପ୍ଲସ (ହାଟଡ଼ିହି)୨୩/୦୬/୨୦୨୨: ହାଟଡ଼ିହି ବ୍ଳକ ହାବଳେଶ୍ୱର ପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ଙ୍କ ମନମୁଖୀ କାର୍ଯ୍ୟ |ସରପଞ୍ଚଙ୍କ କାର୍ଯ୍ୟ କଳାପକୁ ନେଇଗ୍ରାମବାସୀମାନେ ବିରୋଧ କରିଛନ୍ତି।ସରପଞ୍ଚ ରମାକାନ୍ତ ନାୟକ ନିର୍ବାଚିତ ହେବା ଦିନ ଠାରୁ ପଞ୍ଚାୟତ କାର୍ଯ୍ୟାଳୟକୁ ଅସୁନଥିବା ସହ ସରକାରଙ୍କ ଆସୁଥିବା ଜନହିତକର ଯୋଜନା ଗୁଡିକୁ ନିଜ ସମର୍ଥକଙ୍କ ମଧ୍ୟରେ ବାଣ୍ଟି ଦେଉଛନ୍ତି ଏଥିରେ ଗରିବ ଲୋକମାନେ ବଳି ପଡୁଥିବା ନେଇ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଘେରାଉ କରିଥିଲେ ଗ୍ରାମବାସୀ।ସରପଞ୍ଚଙ୍କୁ ପଚାରିବାରୁ, ସେ ଏହାକୁ ସ୍ୱୀକାର କରିନଥିବା ସହ ଏହା ଏକ ପରିକଳ୍ପିତ ଯୋଜନା ବୋଲି କହିଛନ୍ତି।

ହାଟଡ଼ିହିରୁ ଦେବବ୍ରତ ବେହେରାଙ୍କ ରିପୋର୍ଟ ଫୋକସ ପ୍ଲସ।

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.