ବିଭିନ୍ନ ପ୍ରକଳ୍ପ ଅଗ୍ରଗତି ନେଇ ବିଧାୟକ ପ୍ରତାପ ଜେନାଙ୍କ ସମୀକ୍ଷା

ବିଭିନ୍ନ ପ୍ରକଳ୍ପ ଅଗ୍ରଗତି ନେଇ ବିଧାୟକ ପ୍ରତାପ ଜେନାଙ୍କ ସମୀକ୍ଷା

ଫୋକସ ପ୍ଲସ (ଭୁବନେଶ୍ୱର)୨୩/୦୬/୨୦୨୨: ଆଜି ମାହାଙ୍ଗା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ମାହାଙ୍ଗା ବିଭିନ୍ନ ଅଞ୍ଚଳ ର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ସମୀକ୍ଷା କରିବା ସହ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ବିଭାଗୀୟ ଉଚ୍ଚ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ କୁମୁଡ଼ା _ଜୟପୁର ଠାରେ ପହଞ୍ଚି ୧୧୮କୋଟି ବ୍ୟୟ ରେ ମେଗା ପାନୀୟ ଜଳ ପ୍ରକଳ୍ପ ଇଣ୍ଟେକ୍ ଟ୍ୟାଙ୍କ କର୍ଯ୍ୟ ସ୍ଥଳ ପରିଦର୍ଶନ କରିବା ସହ ମଧୁପୁର ଠାରେ ନିର୍ମିତ ହେଇଥିବା ଏହି ପ୍ରକଳ୍ପ ର ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥଳ ପରିଦର୍ଶନ କରି ବିଭାଗୀୟ ଅଧିକାରୀ ଙ୍କ ସହ କାର୍ଯ୍ୟ ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ତୁରନ୍ତ କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡ୍ରେନେଜ୍ ବିଭାଗ ପକ୍ଷରୁ ୧୧କୋଟି ବ୍ୟୟ ରେ ହେବାକୁ ଥିବା ମାହାଙ୍ଗା ଜରିଆ ଝିଲି ପୁନରୁଦ୍ଧାର କାର୍ଯ୍ୟ ପାଇଁ ଜରିଆ ଝିଲି ପରିଦର୍ଶନ କରି ବିଭାଗୀୟ ଅଧିକାରୀ ଙ୍କ ସହ ସମୀକ୍ଷା କରିଥିଲେ। ଏଥିରେ ବ୍ଲକ ଅଧ୍ୟକ୍ଷା, ଉପାଧକ୍ଷ, ସମେତ ବିଭାଗୀୟ ଉଚ୍ଚ ଅଧିକାରୀ ଉପସ୍ଥିତ ଥିଲେ।

କଟକ ମାହାଙ୍ଗା ରୁ ହେମନ୍ତ ଦାସ ଙ୍କ ରିପୋର୍ଟ ଫୋକସ ପ୍ଲସ୍ |

Related post

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…
ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ଫୋକସ ପ୍ଲସ (ଆଠମଲ୍ଲିକ) ୦୭/୦୭/୨୦୨୨: ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ଷୋଳପଦା ଅଂଚଳ ଆମ୍ବାସରମୁଣ୍ଡା ସେବା ସମବାୟ ସମିତିର ପ୍ରଥମ ପର୍ଯ୍ୟାୟ ଭୋଟ ମତଦାନ ଦିବସରେ ରେ ଗଗନ ବିହାରୀ…

Leave a Reply

Your email address will not be published.