ଗର୍ଭବତୀ ମହିଳାଙ୍କ ଗଳିତ ମୃତ ଦେହ ଠାବ

ଗର୍ଭବତୀ ମହିଳାଙ୍କ ଗଳିତ ମୃତ ଦେହ ଠାବ

ଫୋକସ ପ୍ଲସ (ଆଠଗଡ)୨୪/୦୬/୨୦୨୨: ଆଠଗଡ ଥାନା ଅନ୍ତର୍ଗତ ଜେନାପଦା ଶାଳବଣୀ ଜଙ୍ଗଲ ଭିତରେ ଜଣେ ମହିଳାଙ୍କ ଗଳିତ ମୃତ ଦେହ ଦେଖିବାକୁ ମିଳିଥିଲା |ମହିଳା ଜଣକ ଗର୍ଭବତୀ ଥିବା ଜଣାପଡିଛି ଏବଂ ତାଙ୍କର ମୃତ୍ୟୁ ତିନି ବା ଚାରି ଦିନ ତଳେ ହୋଇଥିବା ଅନୁମାନ କରାଯାଉଛି |ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଆଠଗଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି | ସ୍ଥାନୀୟ ଲୋକଙ୍କ ସନ୍ଦେହ ମହିଳାଙ୍କୁ କେହି ହତ୍ୟା କରି ଏଠାରେ ପକାଇଛନ୍ତି | ପୋଲିସ ସହଯୋଗରେ ଆମ୍ବୁଲାନ୍ସ ଯୋଗେ ଶବ ବ୍ୟବଛେଦ ପାଇଁ ପଠା ଯାଇଛି |

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.