ଆତ୍ମହତ୍ୟା କଲେ ଅଭିନେତା ରାଇମୋହନ ପରିଡା

ଆତ୍ମହତ୍ୟା କଲେ ଅଭିନେତା ରାଇମୋହନ ପରିଡା

ଫୋକସ ପ୍ଲସ (ବ୍ୟୁରୋ)୨୪/୦୬/୨୦୨୨: ଆତ୍ମହତ୍ୟା କଲେ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତାଙ୍କ ବାସଭବନରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡ଼ିନି। ଓଲିଉଡର ଲୋକପ୍ରିୟ ଅଭିନେତା ଭାବେ ରାଇମୋହନ ବେଶ୍‌ ଜଣାଶୁଣା। ଯାତ୍ରା ଜଗତରେ ବି ସେ ବେଶ୍‌ ପରିଚିତ ଥିଲେ। ଖଳ ଚରିତ୍ରରେ ତାଙ୍କ ଅଭିନୟ ଥିଲା ବେଶ ଚମତ୍କାର। ଆଉଥରେ କହି ରଖୁଛୁ, ଆତ୍ମହତ୍ୟା କଲେ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତାଙ୍କ ବାସଭବନରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡ଼ିନି। ଓଲିଉଡର ଲୋକପ୍ରିୟ ଅଭିନେତା ଭାବେ ରାଇମୋହନ ବେଶ୍‌ ଜଣାଶୁଣା। ଯାତ୍ରା ଜଗତରେ ବି ସେ ବେଶ୍‌ ପରିଚିତ ଥିଲେ। ଖଳ ଚରିତ୍ରରେ ତାଙ୍କ ଅଭିନୟ ଥିଲା ବେଶ ଚମତ୍କାର।

 

ବ୍ୟୁରୋ ରିପୋର୍ଟ ଫୋକସ ପ୍ଲସ |

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.