ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଭା ନବ କୃଷ୍ଣ ଚୌଧୁରୀ ଷ୍ଟାଡିୟମ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଭା ନବ କୃଷ୍ଣ ଚୌଧୁରୀ ଷ୍ଟାଡିୟମ ଅନୁଷ୍ଠିତ

ଫୋକସ ପ୍ଲସ (ଜଗତସିଂହପୁର)୦୨/୦୭/୨୦୨୨: ଜଗତସିଂହପୁର ଜିଲ୍ଲା ନବ କୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଭା ଚୟନ କାର୍ଯ୍ୟକ୍ରମ କୁ ଜିଲ୍ଲାପାଳ ପାରୁଲ ପଟ୍ଟୱାରି ଉଦ୍ଘାଟନ କରିଥିଲେ। ଏହି ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ବିଭିନ୍ନ ବ୍ଲକରୁ 10-15 ବୟସର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତା ଦୁଇ ଧରି ଅନୁଷ୍ଠିତ ହେବ। ଯେଉଁ ଛାତ୍ର ଛାତ୍ରୀ ମାନେ ଏହି ପ୍ରତିଯୋଗିତା ରେ ଭଲ ପ୍ରଦର୍ଶନ କରିବେ ଆଗାମୀ ଦିନରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବେ।ରାଜ୍ୟସ୍ତରରେ ଭଲ କ୍ରୀଡା ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଜାତୀୟ ସ୍ଥରରେ କ୍ରୀଡା ପ୍ରଦର୍ଶନ ଭଲ କ୍ରୀଡା ଶିକ୍ଷକଙ୍କ ଦ୍ଵାରା ପ୍ରଶିକ୍ଷଣ ଦିଆଯିବ।ରାଜ୍ୟ ସରକାର କ୍ରିଦାକୁ ଗୁରୁତ୍ଵ ଦେଉଥିବାରୁ ରାଜ୍ୟର ୩୦ ଜିଲ୍ଲାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି।

Related post

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଫୋକସ ପ୍ଲସ(ଲାଞ୍ଜିଗଡ)୧୭/୦୮/୨୦୨୨: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅତ୍ୟନ୍ତ ଦୁର୍ଗମ ଆଦିବାସୀ ଅଦ୍ୟୁଷିତ ଅଞ୍ଚଳରେ ରହିଥିବା ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବେ ଅବ୍ୟବସ୍ଥାରେ ପଡି ରହିଛି!ଏହି ପ୍ରାଥମିକ…
RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

ଫୋକସ ପ୍ଲସ(କେସିଙ୍ଗା)୧୭/୦୮/୨୦୨୨: ଗତ ଲଗାଣ ବର୍ଷାରେ ସମଗ୍ର ଅଞ୍ଚଳରେ ସ୍ଥିତି ବେହାଲ ହୋଇ ପଡ଼ିଛି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ଏଭଳି ସ୍ଥିତିରେ କାଣ୍ଡେଲ ଅଞ୍ଚଳରେ…
କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

ଫୋକସ ପ୍ଲସ(ଯାଜପୁର)୧୭/୦୮/୨୦୨୨: ଯାଜପୁର ଜିଲ୍ଲା କଲିଙ୍ଗନଗର ଅଞ୍ଚଳ ରେ ଛୋଟ ବଡ ମିଶି ୧୮ ରୁ ଅଧିକ କାରଖାନା ଗଡି ଉଠିଛି । ମାତ୍ର କଲିଙ୍ଗନଗର ଅବସ୍ଥା ରେ…

Leave a Reply

Your email address will not be published.