ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ପାଳିତ

ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ପାଳିତ

ଫୋକସ ପ୍ଲସ(ସୁନ୍ଦରଗଡ)04/08/2022: ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ବାଳିଶଙ୍କରା ବ୍ଲକ ରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ବୃ୍ଷରୋପଣ କାର୍ଯ୍ୟକମ ଅନୁଷ୍ଠିତ ହୋଇଯାଇଛି |ବ୍ଲକ୍ ର ବିଭିନ୍ନ ସ୍ଥାନରେ କଲେଜ ଛାତ୍ର ଛାତ୍ରୀ ଙ୍କୁ ନେଇ ବୃ୍ଷରୋପଣ କାଯ୍ୟକର୍ମ ଅନୁଷ୍ଠିତ ହୋଇଯାଇଅଛି |ରାଜ୍ୟ ବିଜୁ ଯୁବ ଜନତା ଦଳର କାର୍ଯ୍ୟକାରୀ ସଭାପତି ବୌକଠ ନାଏକ ଙ୍କ ଏବଂ ଜିଲ୍ଲା ସଭାପତି ଦେବେନ୍ଦ୍ର ମାଝୀ ଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଥିଲା |କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ସୁତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ବିନୟ ଟପ୍ପୋ ମୁଖ୍ୟ ଅତିଥି, ବାଳିଶଙ୍କରା ପଞ୍ଚାୟତ ସମିତି ଅଧ୍ୟକ୍ଷ କୁଞ୍ଜଲତା ଭିତ୍ରିଆ, ଜିଲ୍ଲା ପରିଷଦ ସଭ୍ୟ ଜୟନ୍ତି ଏକ୍କ୍ ଏବଂ ବିନୋଦ କୁକୁର ସମ୍ୟନୀୟ ଅତିଥି ଭାବେ ଯୋଗଦେଇ ବୃ୍ଷରୋପଣ କରୀବା ସହ ତାଙ୍କ ସହ। ବ୍ଲକ ସଭାପତି କେଶବ ରଣା , ଯୁବ ସଭାପତି ରଞ୍ଜନ ସିଂ, ଦିଲ୍ଲୀପ ବାରିକ୍, ରଞ୍ଜନ ବେସନ, ଜେନା ମଣି କିଶାନ, କୁଷ୍ଣଚନ୍ଦ୍ର ବରୁଆ ଙ୍କ ସମେତ ବ୍ଲକ୍ ର ସମସ୍ତ ସମିତି ସଭ୍ୟ ଓ ସରପଞ୍ଚ ଯୋଗ ଦେଇଥିଲେ |

ସୁନ୍ଦରଗଡରୁ ଅଶୋକ ଦାସ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଫୋକସ ପ୍ଲସ(ଲାଞ୍ଜିଗଡ)୧୭/୦୮/୨୦୨୨: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅତ୍ୟନ୍ତ ଦୁର୍ଗମ ଆଦିବାସୀ ଅଦ୍ୟୁଷିତ ଅଞ୍ଚଳରେ ରହିଥିବା ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବେ ଅବ୍ୟବସ୍ଥାରେ ପଡି ରହିଛି!ଏହି ପ୍ରାଥମିକ…
RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

ଫୋକସ ପ୍ଲସ(କେସିଙ୍ଗା)୧୭/୦୮/୨୦୨୨: ଗତ ଲଗାଣ ବର୍ଷାରେ ସମଗ୍ର ଅଞ୍ଚଳରେ ସ୍ଥିତି ବେହାଲ ହୋଇ ପଡ଼ିଛି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ଏଭଳି ସ୍ଥିତିରେ କାଣ୍ଡେଲ ଅଞ୍ଚଳରେ…
କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

ଫୋକସ ପ୍ଲସ(ଯାଜପୁର)୧୭/୦୮/୨୦୨୨: ଯାଜପୁର ଜିଲ୍ଲା କଲିଙ୍ଗନଗର ଅଞ୍ଚଳ ରେ ଛୋଟ ବଡ ମିଶି ୧୮ ରୁ ଅଧିକ କାରଖାନା ଗଡି ଉଠିଛି । ମାତ୍ର କଲିଙ୍ଗନଗର ଅବସ୍ଥା ରେ…

Leave a Reply

Your email address will not be published.