ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ଫୋକସ ପ୍ଲସ(ବଲାଙ୍ଗୀର)04/08/2022: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ବଙ୍ଗୋମୁଣ୍ଡା ଠାରେ ଥିବା ସାବୀ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ସୂଚନା ଅନୁସାରେ ଆଜି ସକାଳେ ଡୋଳାମଣି ମେହେର ଦୋକାନ ଖୁଲୀବାକୁ ଆସିଥିଲେ ତେବେ ଦୋକାନ ଖୁଲୀଦେଖିଲା ବେଳକୁ ମୋବାଇଲ ଦୋକାନରୁ କମ୍ପୁଟର ଲାପଟପ ମୋବାଇଲ ଓ ହାର୍ଡିସ୍କ କୁ ଦୁର୍ବୁର୍ତ୍ତ ମାନେ ଚୋରି କରିନେଇଯାଇଥିବା ଘଟଣା ଗତକାଲି ବିଳମ୍ବିତ ରାତିରେ ବଙ୍ଗୋମୁଣ୍ଡା ଠାରେ ଥିବା ଏକ ସାବୀ ମୋବାଇଲ ଦୋକାନରୁ କେତେଜଣ ଦୃବୁର୍ତ୍ତ ଚୋରି କରି ଲକ୍ଷାଧିକ ଟଙ୍କାର ମୋବାଇଲ ଓ ଲାପଟପ ଚୋରି କରି ହାର୍ଡିସ୍କ ଓ ବିଭିନ୍ନ ସାମଗ୍ରୀ ଚୋରି କରି ନେଇଯାଇଥିବା ଜଣାପଡିଛି l ତେବେ ଚୋରି ହୋଇଥିବା ସାମଗ୍ରୀ ର ଆନୁମାନିକ ମୂଲ୍ୟ ପ୍ରାୟ ଚଉଦ ରୁ ପନ୍ଦର ଲକ୍ଷ ହୋଇଥିବା ଦୋକାନ ମାଲିକ ଡୋଳାମଣି ମେହେର ଆମପାଖକୁ ସୂଚନା ଦେଇଛନ୍ତି lତେବେ ଘଟଣା ସ୍ଥଳରେ ବଙ୍ଗୋମୁଣ୍ଡା ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ବଲାଙ୍ଗୀର ରୁ ଏକ ସାଇଣ୍ଟିଫିକ ଟିମ ପହଞ୍ଚି ଘଟଣାର ଛାନଭିନ କରୁଥିବା ଜଣାପଡିଛି l

ବଙ୍ଗୋମୁଣ୍ଡା ରୁ ତ୍ରିନାଥ ସାହୁ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଅବ୍ୟବସ୍ଥାରେ ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଫୋକସ ପ୍ଲସ(ଲାଞ୍ଜିଗଡ)୧୭/୦୮/୨୦୨୨: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅତ୍ୟନ୍ତ ଦୁର୍ଗମ ଆଦିବାସୀ ଅଦ୍ୟୁଷିତ ଅଞ୍ଚଳରେ ରହିଥିବା ବେନଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବେ ଅବ୍ୟବସ୍ଥାରେ ପଡି ରହିଛି!ଏହି ପ୍ରାଥମିକ…
RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

RD ବିଭାଗ ଅବହେଳା ଯୋଗୁଁ ଘରେ ପଶୁଛି ପାଣ

ଫୋକସ ପ୍ଲସ(କେସିଙ୍ଗା)୧୭/୦୮/୨୦୨୨: ଗତ ଲଗାଣ ବର୍ଷାରେ ସମଗ୍ର ଅଞ୍ଚଳରେ ସ୍ଥିତି ବେହାଲ ହୋଇ ପଡ଼ିଛି। ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ଏଭଳି ସ୍ଥିତିରେ କାଣ୍ଡେଲ ଅଞ୍ଚଳରେ…
କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

କଲିଙ୍ଗନଗର ରେ ଥିବା କାରଖାନା ମାନଙ୍କ ମନମାନି

ଫୋକସ ପ୍ଲସ(ଯାଜପୁର)୧୭/୦୮/୨୦୨୨: ଯାଜପୁର ଜିଲ୍ଲା କଲିଙ୍ଗନଗର ଅଞ୍ଚଳ ରେ ଛୋଟ ବଡ ମିଶି ୧୮ ରୁ ଅଧିକ କାରଖାନା ଗଡି ଉଠିଛି । ମାତ୍ର କଲିଙ୍ଗନଗର ଅବସ୍ଥା ରେ…

Leave a Reply

Your email address will not be published.