ବସ ଟ୍ରକ ମୁହାଁ , ୨ ଗୁରୁତର

ବସ ଟ୍ରକ ମୁହାଁ , ୨ ଗୁରୁତର

ଫୋକସ ପ୍ଲସ(ପାପଡାହାଣ୍ଡି)୧୯/୦୮/୨୦୨୨:ନଵରଂଗପୁର ଜିଲ୍ଲା ଓ କଳାହାଣ୍ଡି ଜିଲ୍ଲାର ଵଡର NH 26 ଆମ୍ଵପାଣି ଘାଟି ନିକଟରେ ଆଜି ସକାଳୁ ଏକ ସରକାରୀ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି | ସେମାନଂକୁ ପାପଡାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି | ପରେ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି | ସୂଚନା ମୁତାବକ ଜୟପୁର ଭବାନୀ ପାଟଣା ଯାଉଥିବା ସରକାରି ଯାତ୍ରୀବାହୀ ବସ OD 08G 7053 ନମ୍ବର ବିପରୀତ ଦିଗରୁ ଆସୁଥିବା ଟ୍ରକ TS 06UC 3598 ନମ୍ବର ସହ ମୁହାଁ ମୁହିଁ ଧକ୍କା ହୋଇଥିଲା | ଖବର ପାଇ ମୈଦଲପୁର ପୋଲିସ ଓ ପାପଡାହାଣ୍ଡି ଅଗ୍ନିଶମ ବିଭାଗ ପହଁଚି ଉଦ୍ଧାର କରିଛନ୍ତି ଵସରେ ବସିଥିବା ଜଣେ ମହିଳା ଯାତ୍ରୀ ଆହତ ହୋଇଛନ୍ତି |

ନଵରଂଗପୁର ,ପାପଡାହାଣ୍ଡି ଜିଲ୍ଲା ରୁ ତରୁଣ୍ ବିଷୋୟୀ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ l

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ…

କୋରାପୁଟ୧୭/୦୩/୨୦୨୪; ଏହି ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲା ପ୍ରଶାସନର ପୂର୍ବ ପ୍ରସ୍ତୁତିକୁ ନେଇ ସାମ୍ବାଦିକ ସମ୍ବିଳନୀ l ଓଡ଼ିଶାରେ ଲୋକସଭା ନିର୍ବାଚନ ସମେତ ଓଡିଶା ବିଧାନସଭା…
ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ପାଟକୁରା୧୭/୦୩/୨୦୨୪; ପଦ୍ମପୁର ପଞ୍ଚାୟତର ବିଚଣା ଗ୍ରାମର ପାନୀୟ ଜଳର ଉତ୍କଟ ସମସ୍ୟାର ସମାଧାନ ପାଇଁ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଦାଇତ୍ୱ ତଥା ବେଦୁ ବାବୁଙ୍କର ଅଧୁରା ସ୍ୱପ୍ନକୁ…

ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି…

ଫୋକସ ପ୍ଲସ(breaking news୧୭/୦୩/୨୦୨୪); 1. ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି ସମାନ | ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଅବକାରୀ ଦୁର୍ନୀତି ମାମଲାରେ…

Leave a Reply

Your email address will not be published. Required fields are marked *