ରାଜ୍ୟରେ କମିବ ଲଘୁଚାପ ର ପ୍ରଭାବ

ରାଜ୍ୟରେ କମିବ ଲଘୁଚାପ ର ପ୍ରଭାବ

ଫୋକସ ପ୍ଲସ(ବ୍ୟୁରୋ) ୧୩/୦୯/୨୦୨୨: ରାଜ୍ୟରେ ଲଘୁଚାପ ଘନୀଭୂତ ହେବା ଫଳରେ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ୧୦, ୧୧ ତାରିଖରେ ଲାଗାଣ ବର୍ଷା ଲାଗିରହିଥିଲା |୧୨ ତାରିଖରେ ପାଗ ଆଂଶିକ ଶୁଖିଲା ରହିବ ନେଇ ପାଣିପାଗ ବିଭାଗ ସୂଚନା ଦେଇଥିଲେ | ତେବେ ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ |  ଲଘୁଚାପ ମଧ୍ୟପ୍ରଦେଶ ଆଡକୁ ଯିବା ପରେ କମିଲା ପ୍ରଭାବ l ଆଜି ଠାରୁ ରାଜ୍ୟରେ କମିବ ଲଘୁଚାପ ବର୍ଷାର ପରିମାଣ ସୂଚନା ଦେଲେ ପାଣିପାଗ ବିଭାଗ | ମାତ୍ର ସକ୍ରିୟ ମୌସୁମୀ ଯୋଗୁଁ ୨ ଦିନ ଯାଏଁ କିଛି ଅଞ୍ଚଳରେ ହୋଇପାରେ ବର୍ଷା | ୧୮ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା |

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *