ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଝଟକା

ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଝଟକା

ଫୋକସ ପ୍ଲସ(ବ୍ୟୁରୋ): ବ୍ଲାକମେଲିଂ କ୍ୱିନ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଝଟକା । ଜଗବନ୍ଧୁଙ୍କ ପକ୍ଷରୁ ପୂର୍ବରୁ ଯେଉଁ ଆଗୁଆ ଜାମିନ ଆବେଦନ କରିଥିଲେ, ଆଉ ତାର ଶୁଣାଣି ହେବ ନାହିଁ । କୋର୍ଟ କହିଛନ୍ତି ଯେ, ଜଗବନ୍ଧୁ ଗିରଫ ହୋଇସାରିଛନ୍ତି, ତେଣୁ ଏବେ ଆଗୁଆ ଜାମିନ ଆବେଦନ ଶୁଣାଣି ହେବ ନାହିଁ । ତେବେ ନିୟମିତ ଜାମିନ ପାଇଁ ଏବେ ଆବେଦନ କରିପାରିବେ ବୋଲି କୋର୍ଟ କହିଛନ୍ତି । ଜଗବନ୍ଧୁଙ୍କୁ ପୋଲିସ୍ ଗିରଫ କରିବା ପରେ ସେ ଏବେ ଝାରପଡ଼଼ା ଜେଲରେ ଅଛନ୍ତି ।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *