ରାଜନେତା ହୁସେନ ରବିଗାନ୍ଧୀଙ୍କ ପରଲୋକ

ରାଜନେତା ହୁସେନ ରବିଗାନ୍ଧୀଙ୍କ ପରଲୋକ

ଫୋକସ ପ୍ଲସ ୨୮/୧/୨୩(ବ୍ୟୁରୋ):କବି ତଥା ରାଜନେତା ହୁସେନ ରବିଗାନ୍ଧୀଙ୍କ ପରଲୋକ । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 75ବର୍ଷ ହେଉଥିଲା l ଗତକିଛି ଦିନ ହେଲା ସେ ଅସୁସ୍ଥ ଥିଲେ ଆଜି ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି l ଜଣେ ରାଜନେତା ତଥା କବି ଭାବେ ପ୍ରସିଦ୍ଧି ହାସଲ କରିଥିଲେ ହୁସେନ ରବି ଗାନ୍ଧୀ । ବିଜେଡିର ଜଣେ ତୁଙ୍ଗ ନେତା ଭାବେ ସେ ପରିଚିତ ଥିଲେ । ସେ ଉକ୍ରଳ ପ୍ରସଙ୍ଗର ସମ୍ପାଦକ ମଧ୍ୟ ରହିଥିଲେ । ସାହିତ୍ୟ ଏକାଡେମୀ ପୂର୍ବତନ ସଭାପତି ଥିଲେ ହୁସେନ ।

Related post

ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ…
ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ଫୋକସପ୍ଲସ 22/05/2023(ବ୍ୟୁରୋ) :ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର ଓଜନ ହ୍ରାସ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ 5 ଟି ଟିପ୍ସ | ଫିଟନେସ୍ ପ୍ରେରଣା ପାଇବା…
ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ଫୋକସପ୍ଲସ 22/05/2023(ବ୍ୟୁରୋ) :ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି? ପର୍ଯ୍ୟାୟ କ୍ରମ୍ପ, କିମ୍ବା ଡିସମେନୋରିଆ, ଜୀବନରେ ଅସହଜ ଏବଂ ବ୍ୟାଘାତ ସୃଷ୍ଟି କରିପାରେ | ଏମାନେ ମହିଳାଙ୍କ ରୁତୁସ୍ରାବ…

Leave a Reply

Your email address will not be published. Required fields are marked *