ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ମହା ଘୋଟାଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ମହା ଘୋଟାଲା

ଫୋକସ ପ୍ଲସ ୨/୨/୨୩(ଡେଲାଙ୍ଗ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଡେଲାଙ୍ଗ ବ୍ଲକରେ ବ୍ୟାପକ ଅନିୟମିତତା ନେଇ ଆଜି ଡେଲାଙ୍ଗ ଅଞ୍ଚଳର ଜନସାଧାରଣ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳି ପଡ଼ା ଗ୍ରାମ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି ଯୋଗ୍ୟ ହିତାଧିକାରୀଙ୍କ ନାମକୁ ବାଦ୍ ଦେଇ ଅଯୋଗ୍ୟ ହିତାଧୀକାରୀ ମାନଙ୍କୁ ତାଲିକାରେ ଯୋଡା ଯାଇଛି। ଏବଂ ପ୍ରଶାସନ ପକ୍ଷରୁ ଯେଉଁ ନାମ ପ୍ରକାଶ ପାଇଛି ସେଥିରୁ ଅଯୋଗ୍ୟ ହିତାଧୀକାରୀ ନାମରେ ଅଭିଯୋଗ କରିବା ପାଇଁ କୁହାଯାଉଥିବା ବେଳେ। ଅଭିଯୋଗ ପରେ ଗାଁ ଗାଁ ରେ ଗଣ୍ଡଗୋଳ ସହିତ ପରଷ୍ପର ମଧ୍ୟରେ ଶତୃତା ସୃଷ୍ଟି କରିବା ପାଇଁ ପ୍ରଶାସନ ବେବସ୍ତା କରିଛି। ଆଗାମୀ ଦିନରେ ଯଦି ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ ନ କରାଯାଏ ଯୋଗ୍ୟ ହିତାଧିକାରୀ ମାନେ ରାଜ ରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

Related post

ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ…
ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ଫୋକସପ୍ଲସ 22/05/2023(ବ୍ୟୁରୋ) :ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର ଓଜନ ହ୍ରାସ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ 5 ଟି ଟିପ୍ସ | ଫିଟନେସ୍ ପ୍ରେରଣା ପାଇବା…
ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ଫୋକସପ୍ଲସ 22/05/2023(ବ୍ୟୁରୋ) :ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି? ପର୍ଯ୍ୟାୟ କ୍ରମ୍ପ, କିମ୍ବା ଡିସମେନୋରିଆ, ଜୀବନରେ ଅସହଜ ଏବଂ ବ୍ୟାଘାତ ସୃଷ୍ଟି କରିପାରେ | ଏମାନେ ମହିଳାଙ୍କ ରୁତୁସ୍ରାବ…

Leave a Reply

Your email address will not be published. Required fields are marked *