ଗାଁ ଠୁ ସହର ସବୁଠି ଜମୁଛି ହୋଲିର ଆସର

ଗାଁ ଠୁ ସହର ସବୁଠି ଜମୁଛି ହୋଲିର ଆସର

ଫୋକସ ପ୍ଲସ 8/3/23(ବ୍ୟୁରୋ): ଆଜି ହେଉଛି ରଙ୍ଗ ଓ ଭାଇଚାରାର ପର୍ବ ହୋଲି ।ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଆନ୍ତି ନାଚ ଗୀତରେ । ଆନନ୍ଦ, ଉଲ୍ଲାସର ସହ ପରସ୍ପରକୁ ଅବିର ଓ ରଙ୍ଗ ଲଗାଇବେ । କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୂଲିଯାଆନ୍ତି ଦୁଃଖ ଓ କଷ୍ଟ । ଆଉ ନିଜକୁ ହଜାଇ ଦିଅନ୍ତି ଫଗୁଣର ଫଗୁ ରଙ୍ଗରେ ।

ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ହୋଇଯାନ୍ତି ବ୍ୟାକୁଳ ।

ଏହା ରାଧା ଏବଂ କୃଷ୍ଣଙ୍କ ଅନନ୍ତକାଳ ପ୍ରେମ ପାଇଁ ଆମେ ପାଳନ କରୁ | ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ବେଶ୍‌ ଧୂମ୍‌ଧାମ୍‌ରେ ପାଳିତ ହୋଇଥାଏ ।

ପୁରୀ ଶ୍ରୀମନ୍ଦିର ସହ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥାଏ । ଦୁଇ ବର୍ଷ ଧରି କରୋନା କଟକଣା ହୋଲି ପାଳନରେ ବାଧକ ସାଜିଥିବା ବେଳେ ଏଥର କରୋନା କଟକଣା ନଥିବାରୁ ଲୋକେ ହୋଲି ଖେଳିବାକୁ ବେଶ୍‌ ଉତ୍ସାହିତ ଅଛନ୍ତି ।
ଏହି ହୋଲି ପର୍ବରେ ସମସ୍ତେ ଖୁବ ଉତ୍ସାହର ସହ ପାଳନ କରୁଥିବା ଜଣା ପଡ଼ିଛି

WISH YOU HAPPY HOLI TO ALL

Related post

ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ…
ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ଫୋକସପ୍ଲସ 22/05/2023(ବ୍ୟୁରୋ) :ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର ଓଜନ ହ୍ରାସ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ 5 ଟି ଟିପ୍ସ | ଫିଟନେସ୍ ପ୍ରେରଣା ପାଇବା…
ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ଫୋକସପ୍ଲସ 22/05/2023(ବ୍ୟୁରୋ) :ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି? ପର୍ଯ୍ୟାୟ କ୍ରମ୍ପ, କିମ୍ବା ଡିସମେନୋରିଆ, ଜୀବନରେ ଅସହଜ ଏବଂ ବ୍ୟାଘାତ ସୃଷ୍ଟି କରିପାରେ | ଏମାନେ ମହିଳାଙ୍କ ରୁତୁସ୍ରାବ…

Leave a Reply

Your email address will not be published. Required fields are marked *