ମଦ୍ୟପ ସ୍ୱାମୀର ଜଘନ୍ୟ କାଣ୍ତ

ମଦ୍ୟପ ସ୍ୱାମୀର ଜଘନ୍ୟ କାଣ୍ତ

ଫୋକସ ପ୍ଲସ 30/3/23(ବ୍ୟୁରୋ): ପାରିବାରିକ ବିବାଦ କୁ ନେଇ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀ କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ , ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ଗହୀରାବନ୍ଧ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା , ଗତକାଲି ରାତି ରେ ରାଇବଣିଆ ଥାନା ଅନ୍ତର୍ଗତ ଗହୀରାବନ୍ଧ ଗ୍ରାମର ଦୁର୍ଗା ମୁର୍ମୁ ଏବଂ ତାଙ୍କ ସ୍ତ୍ରୀ ମଞ୍ଜୁଲତା ଙ୍କ ମଧ୍ଯ ରେ କୌଣସି କଥା କୁ ନେଇ ପାଟିତୁଣ୍ତ ହୋଇ ଥିଲା , ଏହା ପରେ ନିଶାସକ୍ତ ଅବସ୍ଥାରେ ଥିବା ସ୍ବାମୀ ଦୁର୍ଗା ସ୍ତ୍ରୀ ମଞ୍ଜୁଲତା ଙ୍କୁ ଠେଙ୍ଗା ରେ ନିସ୍ତୁକ ପିଟି ଥିଲେ , ଏହା ପରେ ଘଟଣା ସ୍ଥଳରେ ମଞ୍ଜୁଲତା ଙ୍କ ମୃତ୍ଯୁ ହୋଇ ଯାଇଥିଲା , ପାଟିତୁଣ୍ତ ଶୁଣି ଗ୍ରାମବାସୀ ମାନେ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ବାମୀ ଦୁର୍ଗା ମୁର୍ମୁ ଙ୍କୁ କାବୁ କରି ପୋଲିସ କୁ ଖବର ଦେଇଥିଲେ , ରାଇବଣିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଗା ଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି |

Related post

ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା ଉଚ୍ଚ…
ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର

ଫୋକସପ୍ଲସ 22/05/2023(ବ୍ୟୁରୋ) :ସାରା ଅଲି ଖାନ ଙ୍କ ଫିଟନେସ୍ ମନ୍ତ୍ର ଓଜନ ହ୍ରାସ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ 5 ଟି ଟିପ୍ସ | ଫିଟନେସ୍ ପ୍ରେରଣା ପାଇବା…
ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି?

ଫୋକସପ୍ଲସ 22/05/2023(ବ୍ୟୁରୋ) :ପିରିୟଡ କଷ୍ଟରୁ ଯନ୍ତ୍ରଣା ଭୋଗୁଛନ୍ତି କି? ପର୍ଯ୍ୟାୟ କ୍ରମ୍ପ, କିମ୍ବା ଡିସମେନୋରିଆ, ଜୀବନରେ ଅସହଜ ଏବଂ ବ୍ୟାଘାତ ସୃଷ୍ଟି କରିପାରେ | ଏମାନେ ମହିଳାଙ୍କ ରୁତୁସ୍ରାବ…

Leave a Reply

Your email address will not be published. Required fields are marked *