ଥାନା ଆଗରେ ବନ୍ଧୁକ ଦେଖାଇଲା ପୋଲିସ

ଥାନା ଆଗରେ ବନ୍ଧୁକ ଦେଖାଇଲା ପୋଲିସ

ସୋର: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନାରେ ହରିଆଣା ପୋଲିସ ଓ ସ୍ଥାନୀୟ ବାସିନ୍ଦା ମୁହାଁମୁହିଁ। ଗତ ମାସେ ତଳେ ହରିଆଣାରେ ଗୋଟିଏ ଠକାମୀ ଘଟଣା ତଦନ୍ତ ପାଇଁ ଖନ୍ତାପଡ଼ା ଆସିଥିଲା ପୋଲିସ। ଆଜି ଖନ୍ତାପଡ଼ା ଥାନାର ଷଠୀ ଗାଁରେ ଠକାମୀ କରିଥିବା ବ୍ୟକ୍ତିର ମାଆକୁ ଥାନାକୁ ଉଠାଇ ଆଣିଥିଲା l ପରେ କିଛି ଲୋକ ହରିଆଣା ପୋଲିସ ଧସ୍ତାଧସ୍ତି କରିଥିଲେ l

ଖନ୍ତାପଡ଼ା ଥାନା ଭିତରେ କିଛି ଲୋକେ ହରିଆଣା ପୋଲିସକୁ ଘେରି ଯାଇଥିବା ବେଳେ ହରିଆଣା ପୋଲିସ ଲୋକଙ୍କୁ ବନ୍ଧୁକ ଦେଖାଇଥିଲା। ଖନ୍ତାପଡ଼ା ପୋଲିସ ସବୁକିଛି ଦେଖି ନିରବ ରହିଥିବା ଦେଖିବାକୁ ମିଳିଥିଲା।

 

Related post

ଏ ଯୁଗର ସାବିତ୍ରୀ ।

ଏ ଯୁଗର ସାବିତ୍ରୀ ।

କଳାହାଣ୍ଡି୨୩/୦୨/୨୦୨୪: ଯମଦେବଙ୍କ ପାଖରୁ ମୢତ ସ୍ବାମୀଙ୍କୁ ଫେରି ପାଇ ଥିଲେ ସାବିତ୍ରୀ । ଏ ପୁରାଣର କଥା । କିନ୍ତୁ ମୢତ୍ୟ ମୁଖରେ ପଡି ଥିବା ସ୍ବାମୀଙ୍କୁ ନିଜ…

ଆମର କୋରାପୁଟ ଜିଲ୍ଲା ଆମର ଚାକିରୀ ଆମକୁ ଦିଅ ନାରାରେ କମ୍ପିଲା…

ଜିଲ୍ଲା ଭିଷିକ ନିଯୁକ୍ତି ଦାବିରେ କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ବେକାର ଯୁବା ଯୁବତୀ କୋରାପୁଟ୨୩/୦୨/୨୦୨୪: ଜିଲ୍ଲାରେ ଜୋରଧରିଲା ଜିଲ୍ଲା ଭିଭିକ ନିଯୁକ୍ତି ଦାବି । ଜିଲ୍ଲା ଭିରିକ…
କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ।

କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ।

କୋରାପୁଟ୨୩/୦୨/୨୦୨୪: କୋରାପୁଟର ଦେଓମାଳୀ ଠାରେ ଓଡିଶା ଲଳିତ କଳା ଏକାଡେମୀ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଏବଂ କୋରାପୁଟ ଜିଲ୍ଲା ପ୍ରଶାସନ ସହଯୋଗରେ ଏକ ରାଜ୍ୟ…

Leave a Reply

Your email address will not be published. Required fields are marked *