କଳିଙ୍ଗ ଷ୍ଟାଡିୟମ୍ ସ୍ପୋର୍ଟସ୍ ହଷ୍ଟେଲରେ କରୋନା

କଳିଙ୍ଗ ଷ୍ଟାଡିୟମ୍ ସ୍ପୋର୍ଟସ୍ ହଷ୍ଟେଲରେ କରୋନା

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ବଢି ବଢି ଚାଲିଛି । ଏଥିପାଇଁ ରାଜଧାନୀବାସୀ ଚିନ୍ତାରେ ଥିବା ବେଳେ କଳିଙ୍ଗ ଷ୍ଟାଡିୟମ୍ ସ୍ପୋର୍ଟସ ହଷ୍ଟେଲ୍ରେ କରୋନା ସଂକ୍ରମଣ ଚିହ୍ନଟ ହେବା ରାଜଧାନୀବାସୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି ।

କରୋନା ସଂକ୍ରମଣକୁ ରୋକିବା ପାଇଁ ବିଏମସି ସଂକ୍ରମଣ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ କରୁଥିବା ବେଳେ ସେଥିମଧ୍ୟରୁ କଳିଙ୍ଗ ଷ୍ଟାଡିୟମର ମହିଳା ଓ ପୁରୁଷ ସ୍ପୋର୍ଟସ ହଷ୍ଟେଲ ମଧ୍ୟ ରହିଛି । ଏହି ଦୁଇଟି ହଷ୍ଟେଲକୁ ବିଏମସି ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯାଇଛି ।

ଏହି ଅଞ୍ଚଳ ଭିତରକୁ କିମ୍ବା ବାହାରକୁ କାହାକୁ ଯିବାକୁ ଅନୁମତି ଦିଆଯାଇ ନାହିଁ । ବିଏମସି ଏହି ଅଞ୍ଚଳରେ ସମସ୍ତ ପ୍ରକାରର ଅତ୍ୟାବଶ୍ୟକୀୟ ସାମଗ୍ରୀ ଓ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି ।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *