ବ୍ରାଣ୍ଡ୍‌ସ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ:  ଜେଏମ୍‌ଏସ୍‌ ମେଡିକନ୍‌ ଓ କସମ୍

ବ୍ରାଣ୍ଡ୍‌ସ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ: ଜେଏମ୍‌ଏସ୍‌ ମେଡିକନ୍‌ ଓ କସମ୍

ଭୁବନେଶ୍ବର : ରାଜ୍ୟର ଏକ ନମ୍ବର ଗଣମାଧ୍ୟମ ସଂସ୍ଥା ‘ସମ୍ବାଦ’ ପକ୍ଷରୁ ଆୟୋଜିତ ‘ବ୍ରାଣ୍ଡ୍ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍‌ ଇଣ୍ଡିଆସମ୍ବାଦ କର୍ପୋରେଟ୍‌ ଏକ୍ସଲେନ୍ସ ଆୱାର୍ଡସ୍‌-୨୦୨୨ ପଞ୍ଚମ ସଂସ୍କରଣର ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏକ ବିଜ୍ଞ ବିଚାରକ ମଣ୍ଡଳୀଦ୍ବାରା ଚୟନିତ  ବିଭିନ୍ନ ବର୍ଗର ଆଗଧାଡ଼ିର ଉଦ୍ୟୋଗକୁ ଏହି କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଛି। ଏହି କ୍ରମରେ କ୍ଷୁଦ୍ରଶିଳ୍ପ ବିଭାଗରେ ଜୁରି ପୁରସ୍କାର ପାଇଛି  ଜେଏମ୍‌ଏସ୍‌ ମେଡିକନ୍‌ ଓ କସମ।

 

Related post

ଘାତକ ହୋଇପାରେ ଡାର୍କ ଚକୋଲେଟ |

ଘାତକ ହୋଇପାରେ ଡାର୍କ ଚକୋଲେଟ |

ଫୋକସ ପ୍ଲସ ୬/୨/୨୩(ବ୍ୟୁରୋ):ଚକୋଲେଟ ଖାଇବା କାହାର ପସନ୍ଦ ନଥାଏ | ଡାର୍କ ଚକୋଲେଟ୍‌ ଖାଇବା ତ ପ୍ରାୟ ସମସ୍ତଙ୍କୁ ପସନ୍ଦ। ଏହାର ନାଁ ଶୁଣିବା ମାତ୍ରେ ପାଟିରେ ପାଣି…
ଭାରତରେ ବ୍ୟାନ ହେବ ଚାଇନିଜ ଆପ

ଭାରତରେ ବ୍ୟାନ ହେବ ଚାଇନିଜ ଆପ

ଫୋକସ ପ୍ଲସ ୬/୨/୨୩(ବ୍ୟୁରୋ):ଚୀନ ବିରୋଧରେ ଭାରତର ବଡ଼ ପଦକ୍ଷେପ । ଚୀନ୍ ଅନଲାଇନ୍ ଆପଗୁଡିକୁ ହଟେଇବା ପାଇଁ ଭାରତ ବିଭିନ୍ନ କସରତ କରୁଛି | ଏକାବେଳେ ୨୩୨ ଆପ୍…
ସୁସ୍ଥ ହେଲେ ଅଭିନେତା ସାତ୍ୟକି ମିଶ୍ର

ସୁସ୍ଥ ହେଲେ ଅଭିନେତା ସାତ୍ୟକି ମିଶ୍ର

ଫୋକସ ପ୍ଲସ 05/02/2023(ବ୍ୟୁରୋ ) ଆଉ ଜଣେ ଓଲିଉଡ୍‌ କଳାକାର ଅସୁସ୍ଥ ଥିବା ଜଣାପଡିଛି । ବରିଷ୍ଠ ଅଭିନେତା ସାତ୍ୟକି ମିଶ୍ର ଏବେ ଅସୁସ୍ଥ ହୋଇ ଦିଲ୍ଲୀରେ ଚିକିତ୍ସିତ…

Leave a Reply

Your email address will not be published.