ବ୍ରାଣ୍ଡ୍‌ସ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ:  ଜେଏମ୍‌ଏସ୍‌ ମେଡିକନ୍‌ ଓ କସମ୍

ବ୍ରାଣ୍ଡ୍‌ସ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ: ଜେଏମ୍‌ଏସ୍‌ ମେଡିକନ୍‌ ଓ କସମ୍

ଭୁବନେଶ୍ବର : ରାଜ୍ୟର ଏକ ନମ୍ବର ଗଣମାଧ୍ୟମ ସଂସ୍ଥା ‘ସମ୍ବାଦ’ ପକ୍ଷରୁ ଆୟୋଜିତ ‘ବ୍ରାଣ୍ଡ୍ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍‌ ଇଣ୍ଡିଆସମ୍ବାଦ କର୍ପୋରେଟ୍‌ ଏକ୍ସଲେନ୍ସ ଆୱାର୍ଡସ୍‌-୨୦୨୨ ପଞ୍ଚମ ସଂସ୍କରଣର ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏକ ବିଜ୍ଞ ବିଚାରକ ମଣ୍ଡଳୀଦ୍ବାରା ଚୟନିତ  ବିଭିନ୍ନ ବର୍ଗର ଆଗଧାଡ଼ିର ଉଦ୍ୟୋଗକୁ ଏହି କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଛି। ଏହି କ୍ରମରେ କ୍ଷୁଦ୍ରଶିଳ୍ପ ବିଭାଗରେ ଜୁରି ପୁରସ୍କାର ପାଇଛି  ଜେଏମ୍‌ଏସ୍‌ ମେଡିକନ୍‌ ଓ କସମ।

 

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *