ବିବାହ ବନ୍ଧନରେ ବାନ୍ଧିହେଲେ ଟିଭି ଅଭିନେତ୍ରୀ ମୌନୀ ରାୟ

 

 

 

ବିବାହ ବନ୍ଧନରେ ବାନ୍ଧିହେଲେ ଟିଭି ଅଭିନେତ୍ରୀ ମୌନୀ ରାୟ.. ବିଜନେସ ମ୍ୟାନ ସୁରଜ ନାମ୍ବିଆରଙ୍କୁ ବିବାହ କରିଛନ୍ତି ଅଭିନେତ୍ରୀ ମୌନୀ.. ତେବେ ଉଭୟ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କରିଛନ୍ତି.. ବିବାହ ସମୟରେ ବଙ୍ଗୀୟ ବେଶରେ ମୌନୀ ରାୟ ନଜରରେ ଆସିଥିଲେ.. ମୌନୀ ଓ ସୁରଜଙ୍କର ବାର କନ୍ୟା ବେଶକୁ ତାଙ୍କର ଫ୍ୟାନ ଫଲୁଅରସ ବେଶ ପ୍ରଶଂସା କରିଛନ୍ତି.. ତେବେ ପୂର୍ବରୁ ଆରମ୍ଭ ଦୁହିଁଙ୍କର ପ୍ରି ୱେଡ଼ିଙ୍ଗ ସେରିମନୀ ହୋଇଥିଲା ଯାହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି..

Related post

ନିଳମାଧବ ପାଇଲେ ବିଶ୍ଵବିଦ୍ୟାଳୟ ସ୍ତରୀୟ ଏନ୍ଏସ୍ଏସ୍ ଆୱାର୍ଡ଼

ନିଳମାଧବ ପାଇଲେ ବିଶ୍ଵବିଦ୍ୟାଳୟ ସ୍ତରୀୟ ଏନ୍ଏସ୍ଏସ୍ ଆୱାର୍ଡ଼

ଫୋକସ ପ୍ଲସ (ସୋରଡ଼ା): ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଅଧୀନରେ ଓଡ଼ିଶା ରାଜ୍ୟ ଜାତୀୟ ସେବା ଯୋଜନାର ୫୩ ତମ ପ୍ରତିଷ୍ଠା ଦିବସ ସମାରୋହରେ ବ୍ରହ୍ମପୁର…
ବିବାହ କରିବେ ରିଚା ଚଢା ଏବଂ ଅଲି ଫୈସଲ

ବିବାହ କରିବେ ରିଚା ଚଢା ଏବଂ ଅଲି ଫୈସଲ

ଫୋକସ ପ୍ଲସ(ବ୍ୟୁରୋ): ବହୁ ବର୍ଷର ପ୍ରେମ ସମ୍ପର୍କ ପରେ ଏବେ ବିବାହ କରିବାକୁ ଯାଉଛନ୍ତି ବଲିଉଡ଼ର ଏହି ଚର୍ଚ୍ଚିତ ଯୋଡି ରିଚା ଚଢା ଏବଂ ଅଲି ଫୈସଲ |ସେପ୍ଟେମ୍ବର…
ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ

ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ

ଫୋକସ ପ୍ଲସ(ଅସ୍ତରଙ୍ଗ): ଅସ୍ତରଙ୍ଗ ଦେଵୀ ନଦୀରେ ଭାସୁଛି ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ |କେହି ହତ୍ୟା କରି ନଦୀରେ ଫିଙ୍ଗିଦେବା ସନ୍ଦେହ ।ଖବର ପାଇ ଅସ୍ତରଙ୍ଗ ମେରାଇନି…

Leave a Reply

Your email address will not be published.