ମାତିଛନ୍ତି ଲୁଟେରା, ବିବାହ ମଣ୍ଡପରୁ ଗହଣା ଲୁଟ୍‌

ଆଜି ପୁଣି ଏକ ଅଭିନବ ଉପାୟରେ ବିବାହ ମଣ୍ଡପରୁ ୨ଲକ୍ଷ ଟଙ୍କାର ଗହଣା ଲୁଟିନେଇଛନ୍ତି ଲୁଟେରା । ସୂଚନା ଅନୂସାରେ ରାଜଧାନୀ ଉପକଣ୍ଠ କେସୁରା ଅଞ୍ଚଳରେ ଏକ ବିବାହ ମଣ୍ଡପରେ ବିବାହ ଭୋଜି ଜାରି ରହିଥିବା ବେଳେ ଘର ଲୋକ ଭଳି ଆସି ଗହଣା ଭର୍ତ୍ତି ବ୍ୟାଗ ଲୁଟିନେଇଛନ୍ତି ୨ ଲୁଟେରା ।ରାଜଧାନୀ ଭୁବନେଶ୍ୱରରେ ଏବେ ମାତିଛନ୍ତି ଲୁଟେରା। ଅଭିନବ ଉପାୟରେ ପ୍ରତିଦିନ ରାଜଧାନୀର ବିଭିନ୍ନ ସ୍ଥାନରୁ ଲୁଟ୍ କରୁଛନ୍ତି ଲୁଟେରା ।

ଗହଣା ବ୍ୟାଗ ନମିଳିବା ପରେ ସିସଟିଭି ଫୁଟେଜ୍ ଯାଞ୍ଚ କରିବା ପରେ ଗହଣା ଲୁଟ୍ ହୋଇଥିବା ଜଣାପଡିଥିଲା । ଏନେଇ ପରିବାର ଲୋକଙ୍କ ପକ୍ଷରୁ କେସୁରା ଥାନରେ ଅଭିଯୋଗ ହେବା ପରେ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Related post

ନିଳମାଧବ ପାଇଲେ ବିଶ୍ଵବିଦ୍ୟାଳୟ ସ୍ତରୀୟ ଏନ୍ଏସ୍ଏସ୍ ଆୱାର୍ଡ଼

ନିଳମାଧବ ପାଇଲେ ବିଶ୍ଵବିଦ୍ୟାଳୟ ସ୍ତରୀୟ ଏନ୍ଏସ୍ଏସ୍ ଆୱାର୍ଡ଼

ଫୋକସ ପ୍ଲସ (ସୋରଡ଼ା): ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଅଧୀନରେ ଓଡ଼ିଶା ରାଜ୍ୟ ଜାତୀୟ ସେବା ଯୋଜନାର ୫୩ ତମ ପ୍ରତିଷ୍ଠା ଦିବସ ସମାରୋହରେ ବ୍ରହ୍ମପୁର…
ବିବାହ କରିବେ ରିଚା ଚଢା ଏବଂ ଅଲି ଫୈସଲ

ବିବାହ କରିବେ ରିଚା ଚଢା ଏବଂ ଅଲି ଫୈସଲ

ଫୋକସ ପ୍ଲସ(ବ୍ୟୁରୋ): ବହୁ ବର୍ଷର ପ୍ରେମ ସମ୍ପର୍କ ପରେ ଏବେ ବିବାହ କରିବାକୁ ଯାଉଛନ୍ତି ବଲିଉଡ଼ର ଏହି ଚର୍ଚ୍ଚିତ ଯୋଡି ରିଚା ଚଢା ଏବଂ ଅଲି ଫୈସଲ |ସେପ୍ଟେମ୍ବର…
ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ

ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ

ଫୋକସ ପ୍ଲସ(ଅସ୍ତରଙ୍ଗ): ଅସ୍ତରଙ୍ଗ ଦେଵୀ ନଦୀରେ ଭାସୁଛି ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ |କେହି ହତ୍ୟା କରି ନଦୀରେ ଫିଙ୍ଗିଦେବା ସନ୍ଦେହ ।ଖବର ପାଇ ଅସ୍ତରଙ୍ଗ ମେରାଇନି…

Leave a Reply

Your email address will not be published.