ମାତିଛନ୍ତି ଲୁଟେରା, ବିବାହ ମଣ୍ଡପରୁ ଗହଣା ଲୁଟ୍‌

ଆଜି ପୁଣି ଏକ ଅଭିନବ ଉପାୟରେ ବିବାହ ମଣ୍ଡପରୁ ୨ଲକ୍ଷ ଟଙ୍କାର ଗହଣା ଲୁଟିନେଇଛନ୍ତି ଲୁଟେରା । ସୂଚନା ଅନୂସାରେ ରାଜଧାନୀ ଉପକଣ୍ଠ କେସୁରା ଅଞ୍ଚଳରେ ଏକ ବିବାହ ମଣ୍ଡପରେ ବିବାହ ଭୋଜି ଜାରି ରହିଥିବା ବେଳେ ଘର ଲୋକ ଭଳି ଆସି ଗହଣା ଭର୍ତ୍ତି ବ୍ୟାଗ ଲୁଟିନେଇଛନ୍ତି ୨ ଲୁଟେରା ।ରାଜଧାନୀ ଭୁବନେଶ୍ୱରରେ ଏବେ ମାତିଛନ୍ତି ଲୁଟେରା। ଅଭିନବ ଉପାୟରେ ପ୍ରତିଦିନ ରାଜଧାନୀର ବିଭିନ୍ନ ସ୍ଥାନରୁ ଲୁଟ୍ କରୁଛନ୍ତି ଲୁଟେରା ।

ଗହଣା ବ୍ୟାଗ ନମିଳିବା ପରେ ସିସଟିଭି ଫୁଟେଜ୍ ଯାଞ୍ଚ କରିବା ପରେ ଗହଣା ଲୁଟ୍ ହୋଇଥିବା ଜଣାପଡିଥିଲା । ଏନେଇ ପରିବାର ଲୋକଙ୍କ ପକ୍ଷରୁ କେସୁରା ଥାନରେ ଅଭିଯୋଗ ହେବା ପରେ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *