ଥଣ୍ଡାରେ ଥରୁଛି ଓଡିଶା ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ଭୁବନେଶ୍ୱର : ଦାରିଙ୍ଗବାଡ଼ି ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଛି । ଏହା ସହ କେନ୍ଦୁଝର, ଭବାନୀପାଟଣା ଓ ସୋନପୁର ସହରରେ ୮ ଡିଗ୍ରୀ ତାପମାତ୍ରା ରହିଛି । ସେହିପରି ଝାରସୁଗୁଡ଼ାରେ ୮.୪ ଡିଗ୍ରୀ, କୋରାପୁଟରେ ୯ ଡିଗ୍ରୀ, ନୟାଗଡ଼, ବଲାଙ୍ଗିର ଓ ଅନୁଗୁଳରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜ୍ୟର ୧୦ଟି ସହରର ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *