ଫେବୃଆରୀ 7 ତାରିଖରୁ ପୁଣି ଖୋଲିବ ସ୍କୁଲ ଏବଂ କଲେଜ

ଫେବୃଆରୀ 7 ତାରିଖରୁ ପୁଣି ଖୋଲିବ ସ୍କୁଲ ଏବଂ କଲେଜ

ଅଷ୍ଟମ ଶ୍ରେଣୀରୁ ଯୁକ୍ତ ଦୁଇ ଏବଂ ସବୁ ପ୍ରକାର ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଓ ବୈଷୟିକ ବିଦ୍ୟାଳୟ ମଧ୍ୟ ଫେବୃଆରୀ 7 ତାରିଖରୁ ଖୋଲିବ ବୋଲି, କହିଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର, ଏବଂ ଯଥାକ୍ରମେ କେଜି ଠୁ ଆରମ୍ଭ କରି ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ, ଚଳିତ ବର୍ଷ 14 ଫେବୃଆରୀ ଖୋଲିବ, ବୋଲି ଗୁରୁବାର ସାମ୍ବାଦିକ ସମ୍ମିଳନୀ କରି ଜଣାଇଲେ ମୁଖ୍ୟ ଶାସନ ସଚିବ

Related post

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଫୋକସ ପ୍ଲସ ୩୧/୧/୨୩(ବ୍ୟୁରୋ):ଆତ୍ମଘୋଷିତ ବାବା ଆଶାରାମ ବାପୁ ୧୦ ବର୍ଷ ପୁରୁଣା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁଜରାଟର ଗୋଟିଏ କୋର୍ଟ ଆଶାରାମକୁ ଦୋଷୀ ସାବ୍ୟସ୍ତ…
ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ପ୍ରିୟଙ୍କାଙ୍କ ଝିଅ ମାଳତୀର ଫଟୋ

ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ପ୍ରିୟଙ୍କାଙ୍କ ଝିଅ ମାଳତୀର ଫଟୋ

ଫୋକସ ପ୍ଲସ ୩୧/୧/୨୩(ବ୍ୟୁରୋ):ଅଭିନେତ୍ରୀ ପ୍ରିୟଙ୍କାଙ୍କ ଝିଅ ଅବିକଳ ନିକ ଜୋନାସଙ୍କ ଭଳି ଦେଖାଯାଉଛନ୍ତି | ପ୍ରିୟଙ୍କା ସୋସିଆଲ ମିଡିଆରେ ଝିଅ ମାଳତୀର ଫଟୋ ଏବଂ ଭିଡିଓ ସେୟାର କରିଛନ୍ତି।…
ପ୍ରଶ୍ନପତ୍ର ଲିକ ଘଟଣାରେ ଶିକ୍ଷକ ଗିରଫ

ପ୍ରଶ୍ନପତ୍ର ଲିକ ଘଟଣାରେ ଶିକ୍ଷକ ଗିରଫ

ଫୋକସ ପ୍ଲସ ୩୧/୧/୨୩(ମାଲକାନଗିରି):ପ୍ରଶ୍ନ ପତ୍ର ଲିକ ଘଟଣାରେ ଗିରଫ ହେଲେ ମାଲକାନଗିରି ଶିକ୍ଷକ l ଗୁଜରାଟରୁ ମାଲକାନଗିରି ଲମ୍ବିଛି ବଡ ଧରଣର ପ୍ରଶ୍ନପତ୍ର ସ୍କାମ। ଗୁଜରାଟ ପଞ୍ଚାୟତ ସର୍ଭିସ…

Leave a Reply

Your email address will not be published.