
ଭିଜିଲାନ୍ସ ଜାଲରେ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର
- ମୁଖ୍ୟ ଖବରରାଜ୍ୟ
- February 10, 2022
- No Comment
- 122
ବାଲିଗୁଡା,
କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି l ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ କରିଥିବା ଜଣାପଡିଛି l କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣବେହେରା ଙ୍କ କ.ନୂଆଗାଁ କାର୍ଯାଳୟ, ଭଞ୍ଜନଗର, ବୌଦ, ଘର ସମେତ ଅନେକ ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଚାଲିଛି l