ଭିଜିଲାନ୍ସ ଜାଲରେ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର

ଭିଜିଲାନ୍ସ ଜାଲରେ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର

ବାଲିଗୁଡା,
କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି l ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ କରିଥିବା ଜଣାପଡିଛି l କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣବେହେରା ଙ୍କ କ.ନୂଆଗାଁ କାର୍ଯାଳୟ, ଭଞ୍ଜନଗର, ବୌଦ, ଘର ସମେତ ଅନେକ ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଚାଲିଛି l

Related post

ନିଳମାଧବ ପାଇଲେ ବିଶ୍ଵବିଦ୍ୟାଳୟ ସ୍ତରୀୟ ଏନ୍ଏସ୍ଏସ୍ ଆୱାର୍ଡ଼

ନିଳମାଧବ ପାଇଲେ ବିଶ୍ଵବିଦ୍ୟାଳୟ ସ୍ତରୀୟ ଏନ୍ଏସ୍ଏସ୍ ଆୱାର୍ଡ଼

ଫୋକସ ପ୍ଲସ (ସୋରଡ଼ା): ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଅଧୀନରେ ଓଡ଼ିଶା ରାଜ୍ୟ ଜାତୀୟ ସେବା ଯୋଜନାର ୫୩ ତମ ପ୍ରତିଷ୍ଠା ଦିବସ ସମାରୋହରେ ବ୍ରହ୍ମପୁର…
ବିବାହ କରିବେ ରିଚା ଚଢା ଏବଂ ଅଲି ଫୈସଲ

ବିବାହ କରିବେ ରିଚା ଚଢା ଏବଂ ଅଲି ଫୈସଲ

ଫୋକସ ପ୍ଲସ(ବ୍ୟୁରୋ): ବହୁ ବର୍ଷର ପ୍ରେମ ସମ୍ପର୍କ ପରେ ଏବେ ବିବାହ କରିବାକୁ ଯାଉଛନ୍ତି ବଲିଉଡ଼ର ଏହି ଚର୍ଚ୍ଚିତ ଯୋଡି ରିଚା ଚଢା ଏବଂ ଅଲି ଫୈସଲ |ସେପ୍ଟେମ୍ବର…
ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ

ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ

ଫୋକସ ପ୍ଲସ(ଅସ୍ତରଙ୍ଗ): ଅସ୍ତରଙ୍ଗ ଦେଵୀ ନଦୀରେ ଭାସୁଛି ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ |କେହି ହତ୍ୟା କରି ନଦୀରେ ଫିଙ୍ଗିଦେବା ସନ୍ଦେହ ।ଖବର ପାଇ ଅସ୍ତରଙ୍ଗ ମେରାଇନି…

Leave a Reply

Your email address will not be published.