
ଓଡ଼ିଶା ଆଡ଼କୁ ଆସୁଛି ପଶ୍ଚିମା ଝଡ଼
- ମହାନଗରରାଜ୍ୟ
- February 22, 2022
- No Comment
- 111
ଭୁବନେଶ୍ୱର:। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷା ହେବାକୁ ଥିବାବେଳେ ୨୫ରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୂଚନାନୁସାରେ, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ସ୍ବଳ୍ପ ଧରଣର ବର୍ଷା ହେବ।