ୟୁକ୍ରେନରେ ଋଷର ତୀବ୍ର ଆକ୍ରମଣ, ୬ଟି ଜାଗାରେ  ମିଜାଇଲ ମାଡ

ୟୁକ୍ରେନରେ ଋଷର ତୀବ୍ର ଆକ୍ରମଣ, ୬ଟି ଜାଗାରେ ମିଜାଇଲ ମାଡ

ଋଷ ୟୁକ୍ରେନ୍- ବିବାଦ ଦିନକୁ ଦିନ ଉଗ୍ର ହେବା ରେ ଲାଗିଛି । ୟୁକ୍ରେନରେ ଋଷର ଆକ୍ରମଣ, ୬ଟି ଜାଗାରେ ମିଜାଇଲ ମାଡ ..ୟୁକ୍ରେନ୍ ରାଜଧାନୀ ସମେତ ୬ଟି ସ୍ଥାନରେ ଋଷ ଆକ୍ରମଣ କରିଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ୟୁକ୍ରେନକୁ ନେଇ ଭାରତର ଉଦବେଗ ପ୍ରକାଶ କରିଛି । ମିଳିତ ଜାତିସଂଘ ଡାକିଲା ଜରୁରୀ ବୈଠକ । କିବ, ଖାରକିବ ସମେତ ୬ଟି ବଡ ସହର ଉପରେ ଆକ୍ରମଣ କରିଛି ଋଷ । । ସେପଟେ ବ୍ଲାକ୍ ସି’ରେ ଋଷ ନୌସେନା ଅପରେସନ୍ ଆରମ୍ଭ କରିଥିବା ସୂଚନାରୁ ଜଣାପଡିଛି ।ମିଳିଥିବା ସୂଚନା ଅନୁସାରେ, ମିଜାଇଲ୍ ଏବଂ ମାନବ ବିହିନ ଡ୍ରୋନ୍ ଜରିଆରେ ପ୍ରଥମେ ୟୁକ୍ରେନ ୬ଟି ସ୍ଥାନ ଉପରେ ଆକ୍ରମଣ କରିଛି ଋଷ..

Related post

ଏ ଯୁଗର ସାବିତ୍ରୀ ।

ଏ ଯୁଗର ସାବିତ୍ରୀ ।

କଳାହାଣ୍ଡି୨୩/୦୨/୨୦୨୪: ଯମଦେବଙ୍କ ପାଖରୁ ମୢତ ସ୍ବାମୀଙ୍କୁ ଫେରି ପାଇ ଥିଲେ ସାବିତ୍ରୀ । ଏ ପୁରାଣର କଥା । କିନ୍ତୁ ମୢତ୍ୟ ମୁଖରେ ପଡି ଥିବା ସ୍ବାମୀଙ୍କୁ ନିଜ…

ଆମର କୋରାପୁଟ ଜିଲ୍ଲା ଆମର ଚାକିରୀ ଆମକୁ ଦିଅ ନାରାରେ କମ୍ପିଲା…

ଜିଲ୍ଲା ଭିଷିକ ନିଯୁକ୍ତି ଦାବିରେ କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ବେକାର ଯୁବା ଯୁବତୀ କୋରାପୁଟ୨୩/୦୨/୨୦୨୪: ଜିଲ୍ଲାରେ ଜୋରଧରିଲା ଜିଲ୍ଲା ଭିଭିକ ନିଯୁକ୍ତି ଦାବି । ଜିଲ୍ଲା ଭିରିକ…
କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ।

କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ।

କୋରାପୁଟ୨୩/୦୨/୨୦୨୪: କୋରାପୁଟର ଦେଓମାଳୀ ଠାରେ ଓଡିଶା ଲଳିତ କଳା ଏକାଡେମୀ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଏବଂ କୋରାପୁଟ ଜିଲ୍ଲା ପ୍ରଶାସନ ସହଯୋଗରେ ଏକ ରାଜ୍ୟ…

Leave a Reply

Your email address will not be published. Required fields are marked *