ଆସନ୍ତା କାଲି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି

ଆସନ୍ତା କାଲି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି

ଆଜି ରାଜ୍ୟ ରେ ଆଂଶିକ ଅଂଚଳରେ ହାଲୁକା ରୁ ମାଧ୍ୟମ ଧରଣର ବର୍ଷା ହୋଇଛି , ଅର୍ଥାତ ଆଭ୍ୟନ୍ତରୀଣ ଓଡିଶାରେ କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ଼, କନ୍ଧମାଳ, ସମ୍ବଲପୁର ଆଦି କିଛି ଅଂଚଳ ରେ ବର୍ଷା ହୋଇଛି I ଆଉ ଅନ୍ୟ ଅଂଚଳରେ ପୂର୍ବ ପରି ପାଗ ରହିଛି ଏବଂ ଆଉ କିଛି ଅଂଚଳ ରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି I ଅନୁକୂଳ , ମୟୁରଭଞ୍ଜ ,କେନ୍ଦୁଝର ,ସୁନ୍ଦରଗଡ଼ ,କନ୍ଧମାଳ ଆଦି ଜିଲ୍ଲା ରେ ବର୍ଷା ହେବାର ସମ୍ଭାବନା ରହିଛି I କିଛି ଦିନ ଧରି ତାପମାତ୍ରା ସ୍ୱଭାବିକ ଠାରୁ ଅଧିକ ରହିଛି I ଏପରିକି ରାଜ୍ୟର ରାଜଧାନୀରେ ତାପମାତ୍ରା ସର୍ବାଧିକ ରେକର୍ଡ ହୋଇଥିବା ବେଳେ ଫୁଲବାଣୀ ରେ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି I ଆଗକୁ ଏପରି ପାଞ୍ଚ ଦିନ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି I

 

Related post

ସୁଧାଂଶୁ ରାଉତଙ୍କୁ ଜେଲ କାହିଁକି?

ସୁଧାଂଶୁ ରାଉତଙ୍କୁ ଜେଲ କାହିଁକି?

ଫୋକସ ପ୍ଲସ 28/3/23(ବ୍ୟୁରୋ): ବିଭିନ୍ନ ସମୟରେ ଗଣମାଧ୍ୟମ ରେ ନିଜର ସ୍ୱର କୁ ଶାଣିତ କରି ଅନେକ ଜୀବନ ଜୀବିକା କୁ ବସାଇ ପାରିଥିବା ଫୋକସ ପ୍ଲସ ମୁଖ୍ୟ…
ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ

ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ

ଫୋକସ ପ୍ଲସ 28/3/23(ବ୍ୟୁରୋ): ଦାଦନ ର ମୃତଦେହ ରଖି ଜାତୀୟ ରାଜପଥ ୨୬ ଅବରୋଧ।ତାମିଲନାଡୁ ରାଜ୍ୟର କୋଏମ୍ବାଟୁର ରେ ଦାଦନ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ର ୩…
ଖୋଲା କୂପ ବଞ୍ଚାଇଛି 40 ବର୍ଷର ଜୀବନ ଯାତ୍ରା

ଖୋଲା କୂପ ବଞ୍ଚାଇଛି 40 ବର୍ଷର ଜୀବନ ଯାତ୍ରା

ଫୋକସ ପ୍ଲସ 28/3/23(ବ୍ୟୁରୋ): ଖରାଦିନରେ ଅନେକ ଜାଗାରେ ଦେଖିବାକୁ ମିଳିଥାଏ ଜଳ ର ସଙ୍କଟ | ମଣିଷ ଠୁ ପଶୁ ପକ୍ଷୀ ମଧ୍ୟ ଜଳ ପାଇଁ ଆଉଟ ପାଉଟୁ…

Leave a Reply

Your email address will not be published. Required fields are marked *