ଭୁବନେଶ୍ବର ସାଂଗଠନିକ ଜିଲ୍ଲାର ୫ କର୍ମକର୍ତ୍ତା ବିଜେଡିରୁ_ନିଲମ୍ବିତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କଲେ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ବର ସାଂଗଠନିକ ଜିଲ୍ଲାର ୫ କର୍ମକର୍ତ୍ତା ବିଜେଡିରୁ_ନିଲମ୍ବିତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କଲେ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ

। ଭୁବନେଶ୍ବର ଜିଲ୍ଲା ଉପସଭାପତି ନରେନ ସାହୁ ଓ କିଶୋର ମହାନ୍ତି ନିଲମ୍ବିତ । ସଂପାଦକ ଗୁରୁଚରଣ ସାହୁ, ଅର୍ଜୁନ ବେହେରା ଓ କୁନ୍‌ମୁନି ପାତ୍ର ବିଜେଡିରୁ ନିଲମ୍ବିତ ।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *