ସାଗରମାଳା କାର୍ଯ୍ୟକ୍ରମରେ ଓଡ଼ିଶାକୁ ମୋଟ ୫୪ଟି ପ୍ରକଳ୍ପ ପାଇଁ ୬୩ହଜାର କୋଟି ଟଙ୍କା ମଞ୍ଜୁର

ସାଗରମାଳା କାର୍ଯ୍ୟକ୍ରମରେ ଓଡ଼ିଶାକୁ ମୋଟ ୫୪ଟି ପ୍ରକଳ୍ପ ପାଇଁ ୬୩ହଜାର କୋଟି ଟଙ୍କା ମଞ୍ଜୁର

କରିଛନ୍ତି । ଏଥିରୁ ଏପର୍ଯ୍ୟନ୍ତ ୬୫୬୦କୋଟି ଟଙ୍କାର ୧୬ଟି ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଥିବାବେଳେ ୨୧ଟି ପ୍ରକଳ୍ପ କାର୍ଯ୍ୟ ବିଭିନ୍ନ ପର୍ଯ୍ୟାୟରେ ଓ ବାକି ୧୭ଟି ପ୍ରକଳ୍ପ ଖୁବଶୀଘ୍ର ହାତକୁ ନିଆଯିବ ବୋଲି କେନ୍ଦ୍ର ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ସୂଚନା ଦେଇଛନ୍ତି।

Related post

ପୂର୍ବ ବଚସାକୁ ନେଇ ଆକ୍ରମଣ

ପୂର୍ବ ବଚସାକୁ ନେଇ ଆକ୍ରମଣ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଧ୍ୟକ୍ଷା ସ୍ବାମୀ ଘରେ ପଶି ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।…
ଗିରଫ ହେଲେ ରସିକିଆ ଶିକ୍ଷକ

ଗିରଫ ହେଲେ ରସିକିଆ ଶିକ୍ଷକ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଜଣେ ପ୍ରଧାନ ଶିକ୍ଷକ ଅଫିସକୁ ଡାକି ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଗ୍ରାମବାସୀ ସଂପୃକ୍ତ ପ୍ରଧାନ ଶିକ୍ଷକ ଓ ସ୍କୁଲ ଘେରାଉ କରିଛନ୍ତି।ଏନେଇ ଶିକ୍ଷକ…
ମଲା ଲୋକଙ୍କ ନାଁରେ ଉଠୁଛି ରାସନ ସାମଗ୍ରୀ

ମଲା ଲୋକଙ୍କ ନାଁରେ ଉଠୁଛି ରାସନ ସାମଗ୍ରୀ

ଫୋକସ ପ୍ଲସ 31/3/23(ହାଟଡିହି): ଭୂତ ଖାଉଛି ପିଡ଼ିଏସ ସାମଗ୍ରୀ।ହିତାଧିକାରୀଙ୍କ ମୃତ୍ୟୁ ପରେ ବି ପରିବାର ଲୋକଙ୍କୁ ଅନ୍ଧାରରେ ରଖି ପିଡ଼ିଏସ ସାମଗ୍ରୀ ଉଠାଣ ହେଇଥିବା ଅଭିଯୋଗ ଆସିଛି।ପଦାରେ ପଡ଼ିଲା…

Leave a Reply

Your email address will not be published. Required fields are marked *