ସାଗରମାଳା କାର୍ଯ୍ୟକ୍ରମରେ ଓଡ଼ିଶାକୁ ମୋଟ ୫୪ଟି ପ୍ରକଳ୍ପ ପାଇଁ ୬୩ହଜାର କୋଟି ଟଙ୍କା ମଞ୍ଜୁର

ସାଗରମାଳା କାର୍ଯ୍ୟକ୍ରମରେ ଓଡ଼ିଶାକୁ ମୋଟ ୫୪ଟି ପ୍ରକଳ୍ପ ପାଇଁ ୬୩ହଜାର କୋଟି ଟଙ୍କା ମଞ୍ଜୁର

କରିଛନ୍ତି । ଏଥିରୁ ଏପର୍ଯ୍ୟନ୍ତ ୬୫୬୦କୋଟି ଟଙ୍କାର ୧୬ଟି ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଥିବାବେଳେ ୨୧ଟି ପ୍ରକଳ୍ପ କାର୍ଯ୍ୟ ବିଭିନ୍ନ ପର୍ଯ୍ୟାୟରେ ଓ ବାକି ୧୭ଟି ପ୍ରକଳ୍ପ ଖୁବଶୀଘ୍ର ହାତକୁ ନିଆଯିବ ବୋଲି କେନ୍ଦ୍ର ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ସୂଚନା ଦେଇଛନ୍ତି।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *