
ଓଡ଼ିଶାର ଅଙ୍ଗନୱାଡ଼ି ଦିଦିଙ୍କୁ କେନ୍ଦ୍ର ସରକାର ମୋଟ ୮୧୧୬୫ଟି ସ୍ମାର୍ଟଫୋନ୍
- Breaking newsଦେଶ ବିଦେଶମୁଖ୍ୟ ଖବରରାଜ୍ୟ
- March 17, 2022
- No Comment
- 548
ଯୋଗାଇ ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ପୋଷଣ ଅଭିଯାନ ଅନ୍ତର୍ଗତ ଅଙ୍ଗନୱାଡ଼ି କର୍ମୀଙ୍କୁ ଡିଜିଟାଲ ସଶକ୍ତିକରଣ କରିବା ସହ ପିଲାମାନଙ୍କର ସ୍ୱାସ୍ଥ୍ୟ ଅଭିବୃଦ୍ଧି ଉପରେ ନଜର ରଖିବାକୁ ଏହି ସ୍ମାର୍ଟଫୋନ୍ ଯୋଗାଇ ଦିଆଯାଇଛି।