“ଦି କାଶ୍ମୀର ଫାଇଲ୍ସ”ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ମିଳିଲା Y କାଟାଗୋରୀ ସୁରକ୍ଷା। “ଦି କାଶ୍ମୀର ଫାଇଲ୍ସ” ଫିଲ୍ମ ରିଲିଜ ହେବା ପରଠୁ ବିଭିନ୍ନ ଆଡ଼ୁ ବିବେକଙ୍କୁ ଧମକ

“ଦି କାଶ୍ମୀର ଫାଇଲ୍ସ”ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ମିଳିଲା Y କାଟାଗୋରୀ ସୁରକ୍ଷା। “ଦି କାଶ୍ମୀର ଫାଇଲ୍ସ” ଫିଲ୍ମ ରିଲିଜ ହେବା ପରଠୁ ବିଭିନ୍ନ ଆଡ଼ୁ ବିବେକଙ୍କୁ ଧମକ

ମିଳୁଥିବାରୁ ତାଙ୍କୁ ଯୋଗାଇ ଦିଆଯାଇଛି ଏହି ସୁରକ୍ଷା। Y କାଟାଗୋରୀ ସୁରକ୍ଷାର ପ୍ରୋଟକଲ ଅନୁଯାୟୀ, ସମଗ୍ର ଦେଶରେ ବିବେକ ଯେଉଁଠାକୁ ବି ଯିବେ, ସେଠାରେ ତାଙ୍କୁ ଏହି ସୁରକ୍ଷା ଯୋଗାଇ ଦିଆଯିବ ।ଭିଆଇପିଙ୍କୁ ମିଳୁଥିବା ଏହି ସୁରକ୍ଷା ବ୍ୟବସ୍ଥା ଏବେ ବିବେକଙ୍କ ପାଇଁ ଲାଗୁହେବ । ୮ ସୁରକ୍ଷା କର୍ମୀ ସବୁବେଳେ ବିବେକଙ୍କ ସୁରକ୍ଷା ନିମନ୍ତେ ନିୟୋଜିତ ରହିବେ। ୩ ସିଫ୍ଟରେ ୩ ପିଏସଓ ବିବେକଙ୍କୁ ସୁରକ୍ଷା ପ୍ରଦାନ କରିବେ। ତାଙ୍କ ଘର ଆଗରେ ୫ ସଶସ୍ତ୍ର ସୁରକ୍ଷା କର୍ମୀ ନିୟୋଜିତ ହେବେ।

Related post

ଭାରତ ସମୁଦ୍ରର ସମ୍ରାଟ ହେଲା, ପୁଣିଥରେ ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ ପରିଷଦରେ ଦେଶର ପତାକା ଉତ୍ତୋଳନ କଲା |

ଭାରତ ସମୁଦ୍ରର ସମ୍ରାଟ ହେଲା, ପୁଣିଥରେ ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ ପରିଷଦରେ…

ଭାରତ02/12/2023; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ କ୍ରମାଗତ ଭାବେ ଅନ୍ତର୍ଜାତୀୟ ସ୍ତରରେ ନିଜର ପରିଚୟ ସୃଷ୍ଟି କରୁଛି | ଭାରତ ପ୍ରତି ବିଶ୍ୱର ଅନ୍ୟ ଦେଶର ବିଶ୍…
ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ମୁମ୍ବାଇ: ଅଭିନେତା ତଥା ଷ୍ଟାଣ୍ଡଅପ କମେଡିଆନ ବୀର ଦାସ ନିକଟରେ ନେଟଫ୍ଲିକ୍ସ ଷ୍ଟାଣ୍ଡଅପ ସ୍ପେଶାଲିଷ୍ଟ ଏମି ପୁରସ୍କାର ଜିତିଥିଲେ। ତାଙ୍କର ଏହି ସଫଳତା ପାଇଁ ସମସ୍ତେ ତାଙ୍କୁ ଅଭିନନ୍ଦନ…
ଚଳିତ ମାସରେ ଆକାଶରୁ ହେବ ତାରା ବର୍ଷା, ପ୍ରତି ଘଣ୍ଟାରେ ପଡ଼ିବ ୧୦୦-୧୫୦ ତାରା

ଚଳିତ ମାସରେ ଆକାଶରୁ ହେବ ତାରା ବର୍ଷା, ପ୍ରତି ଘଣ୍ଟାରେ ପଡ଼ିବ…

ନୂଆଦିଲ୍ଲୀ: ଆପଣ ନିଶ୍ଚୟ ଦେଖିଥିବେ, ଶୁଣିଥିବେ ଆକାଶରେ ପଡୁଥିବା ତାରା ବିଷୟରେ। ଯଦି ଶହ ଶହ ତାରକା ଏକାଠି ପଡ଼ିବା ଆରମ୍ଭ କରିବେ ତେବେ କ’ଣ ହେବ ଅନୁମାନ…

Leave a Reply

Your email address will not be published. Required fields are marked *