“ଦି କାଶ୍ମୀର ଫାଇଲ୍ସ”ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ମିଳିଲା Y କାଟାଗୋରୀ ସୁରକ୍ଷା। “ଦି କାଶ୍ମୀର ଫାଇଲ୍ସ” ଫିଲ୍ମ ରିଲିଜ ହେବା ପରଠୁ ବିଭିନ୍ନ ଆଡ଼ୁ ବିବେକଙ୍କୁ ଧମକ

“ଦି କାଶ୍ମୀର ଫାଇଲ୍ସ”ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ମିଳିଲା Y କାଟାଗୋରୀ ସୁରକ୍ଷା। “ଦି କାଶ୍ମୀର ଫାଇଲ୍ସ” ଫିଲ୍ମ ରିଲିଜ ହେବା ପରଠୁ ବିଭିନ୍ନ ଆଡ଼ୁ ବିବେକଙ୍କୁ ଧମକ

ମିଳୁଥିବାରୁ ତାଙ୍କୁ ଯୋଗାଇ ଦିଆଯାଇଛି ଏହି ସୁରକ୍ଷା। Y କାଟାଗୋରୀ ସୁରକ୍ଷାର ପ୍ରୋଟକଲ ଅନୁଯାୟୀ, ସମଗ୍ର ଦେଶରେ ବିବେକ ଯେଉଁଠାକୁ ବି ଯିବେ, ସେଠାରେ ତାଙ୍କୁ ଏହି ସୁରକ୍ଷା ଯୋଗାଇ ଦିଆଯିବ ।ଭିଆଇପିଙ୍କୁ ମିଳୁଥିବା ଏହି ସୁରକ୍ଷା ବ୍ୟବସ୍ଥା ଏବେ ବିବେକଙ୍କ ପାଇଁ ଲାଗୁହେବ । ୮ ସୁରକ୍ଷା କର୍ମୀ ସବୁବେଳେ ବିବେକଙ୍କ ସୁରକ୍ଷା ନିମନ୍ତେ ନିୟୋଜିତ ରହିବେ। ୩ ସିଫ୍ଟରେ ୩ ପିଏସଓ ବିବେକଙ୍କୁ ସୁରକ୍ଷା ପ୍ରଦାନ କରିବେ। ତାଙ୍କ ଘର ଆଗରେ ୫ ସଶସ୍ତ୍ର ସୁରକ୍ଷା କର୍ମୀ ନିୟୋଜିତ ହେବେ।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *