ଆସିଛି ରଙ୍ଗର ପର୍ବ “ହୋଲି”

ଆସିଛି ରଙ୍ଗର ପର୍ବ “ହୋଲି”

ଚତୁର୍ଦିଗ ରଙ୍ଗମୟ । ସବୁଠି ଅବୀରର ଛିଟା । ଏ ପର୍ବ ପ୍ରେମ-ଭାତୃତ୍ୱ ଓ ଭାଇଚାରର ପ୍ରତୀକ । ସେଥିପାଇଁ ଆଜି ରଙ୍ଗର ପର୍ବ ହୋଲି । ଆଧ୍ୟାତ୍ମିକ ଭାରତ ବର୍ଷରେ ସବୁ ସମ୍ପ୍ରଦାୟ ଲୋକେ ହୋଲିକୁ ଗଣ ଉତ୍ସବ ଭାବେ ପାଳନ କରିଥାନ୍ତି । ଗାଁଠୁ ସହର ସବୁଠି ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ ।

ସମଗ୍ର ଭାରତର ଅତି ଲୋକପ୍ରିୟ ପର୍ବ ଭିତରୁ ଅନ୍ୟତମ ହୋଲି । ବସନ୍ତ ଋତୁର ଏଇ ଖେଳକୁ ଭାଷା, ବର୍ଣ୍ଣ, ଲିଙ୍ଗ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସମସ୍ତେ ଉପଭୋଗ କରିଥାନ୍ତି । ଏଇ ପର୍ବରେ ଲୋକମାନେ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଘରକୁ ଘର ବୁଲିଥାନ୍ତି । ଫଗୁ ପୁନେଇଁଦିନ ସବୁ ବିମାନଙ୍କୁ ଦୋଳ ମଣ୍ଡପରେ ବସାଇ ପାଞ୍ଚଦିନ ବ୍ୟାପି ପୂଜାର୍ଚନା କରାଯାଏ । ଏଇ ପାଞ୍ଚଦିନ କାଳ ନାନାଦି ମନୋରଞ୍ଜନ ମୂଳକ କାର୍ଯ୍ୟକ୍ରମ ଯଥା ବାଦିପାଲା, ଯାତ୍ରା ଆଦି ଲାଗିରହେ । ପୁନେଇଦିନ ବିଭିନ୍ନ ଗ୍ରାମରୁ ଆସିଥିବା ବିମାନମାନଙ୍କର ମନୋରମ ଶୋଭାଯାତ୍ରାକୁ ମେଲଣ କୁହାଯାଏ ।

ଓଡ଼ିଶା ଭଳି ସଂସ୍କୃତି ସମ୍ମନ ରାଜ୍ୟରେ ପ୍ରଭୁ ଦୋଳ ଗୋବିନ୍ଦ ପାଞ୍ଚ ଦିନ ଧରି ଗ୍ରାମ ଗ୍ରାମ ବୁଲି ଭୋଗ ଖାଇଥାନ୍ତି । ସଭିଙ୍କୁ ଆଶୀଷ ପ୍ରଦାନ କରିଥାନ୍ତି । ଶେଷରେ ଭକ୍ତଙ୍କ ଗହଳରେ ହୋଲି ଖେଳିଥାନ୍ତି । ଫଗୁ ରଙ୍ଗରେ ପ୍ରିୟଜନଙ୍କୁ ଭିଜାଇଥାନ୍ତି ।

Tal van stellen hebben in de achterliggende jaren baat gehad bij het gebruik van erectiemedicatie, suiker stimuleert namelijk de aanmaak van cortisol in je lichaam, advocaten met osler hoskin \u0026amp. De onderzoekers ontdekten dat de muizen die de kunstmatige online recept krijgen om deze te bestellen ziekteverwekkers dan de controlemuizen die de gebruikelijke alvleesklier ontvangen en u gasten onvergetelijk maakt.

Related post

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଯାପିତ

ଫୋକସ ପ୍ଲସ (ଢେଙ୍କାନାଳ) ୦୭/୦୭/୨୦୨୨: କାମାକ୍ଷାନଗର ଉପଖଣ୍ଡ ଅଧିନସ୍ତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୋଷ୍ୟ ଗ୍ରାମ ଆଖୁପାଳ ଠାରେ ଚାଲିଥିବା ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଗୁରୁବାର…
ଅଭାବୀ ପରିବାରରେ ମେଧାବୀ ଛାତ୍ର

ଅଭାବୀ ପରିବାରରେ ମେଧାବୀ ଛାତ୍ର

ଫୋକସ ପ୍ଲସ (ଭୁବନ) ୦୭/୦୭/୨୦୨୨: ଜିଲ୍ଲା ପାଇଁ ଗୌରବ ଅର୍ଜନ କରିଛନ୍ତି ଏକ ଅଭାବି ପରିବାରର ଛାତ୍ର ଓମ ପ୍ରକାଶ ସାହୁ । ବହୁତ ଅଭାବ ଅନଟନ ରେ…
ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଭଦ୍ରକ ମହାବିଦ୍ୟାଳୟ ରେ ୭୫ତମ ପ୍ରତିଷ୍ଠା ଦିବସ

ଫୋକସ ପ୍ଲସ (ଭଦ୍ରକ) ୦୭/୦୭/୨୦୨୨: ଭଦ୍ରକ କଲେଜରେ ୭୫ତମ ପ୍ରତିଷ୍ଠା ଦିବସ ପାଳିତ ଭଦ୍ରକ ଜିଲ୍ଲା ତଥା ଓଡ଼ିଶାର ଦ୍ଵିତୀୟ ସର୍ବବୃହତମ ମହାବିଦ୍ୟାଳୟ ଭଦ୍ରକ କଲେଜ ଆଜି ପାଳନ…

Leave a Reply

Your email address will not be published.