ଆସିଛି ରଙ୍ଗର ପର୍ବ “ହୋଲି”

ଆସିଛି ରଙ୍ଗର ପର୍ବ “ହୋଲି”

ଚତୁର୍ଦିଗ ରଙ୍ଗମୟ । ସବୁଠି ଅବୀରର ଛିଟା । ଏ ପର୍ବ ପ୍ରେମ-ଭାତୃତ୍ୱ ଓ ଭାଇଚାରର ପ୍ରତୀକ । ସେଥିପାଇଁ ଆଜି ରଙ୍ଗର ପର୍ବ ହୋଲି । ଆଧ୍ୟାତ୍ମିକ ଭାରତ ବର୍ଷରେ ସବୁ ସମ୍ପ୍ରଦାୟ ଲୋକେ ହୋଲିକୁ ଗଣ ଉତ୍ସବ ଭାବେ ପାଳନ କରିଥାନ୍ତି । ଗାଁଠୁ ସହର ସବୁଠି ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ ।

ସମଗ୍ର ଭାରତର ଅତି ଲୋକପ୍ରିୟ ପର୍ବ ଭିତରୁ ଅନ୍ୟତମ ହୋଲି । ବସନ୍ତ ଋତୁର ଏଇ ଖେଳକୁ ଭାଷା, ବର୍ଣ୍ଣ, ଲିଙ୍ଗ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସମସ୍ତେ ଉପଭୋଗ କରିଥାନ୍ତି । ଏଇ ପର୍ବରେ ଲୋକମାନେ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଘରକୁ ଘର ବୁଲିଥାନ୍ତି । ଫଗୁ ପୁନେଇଁଦିନ ସବୁ ବିମାନଙ୍କୁ ଦୋଳ ମଣ୍ଡପରେ ବସାଇ ପାଞ୍ଚଦିନ ବ୍ୟାପି ପୂଜାର୍ଚନା କରାଯାଏ । ଏଇ ପାଞ୍ଚଦିନ କାଳ ନାନାଦି ମନୋରଞ୍ଜନ ମୂଳକ କାର୍ଯ୍ୟକ୍ରମ ଯଥା ବାଦିପାଲା, ଯାତ୍ରା ଆଦି ଲାଗିରହେ । ପୁନେଇଦିନ ବିଭିନ୍ନ ଗ୍ରାମରୁ ଆସିଥିବା ବିମାନମାନଙ୍କର ମନୋରମ ଶୋଭାଯାତ୍ରାକୁ ମେଲଣ କୁହାଯାଏ ।

ଓଡ଼ିଶା ଭଳି ସଂସ୍କୃତି ସମ୍ମନ ରାଜ୍ୟରେ ପ୍ରଭୁ ଦୋଳ ଗୋବିନ୍ଦ ପାଞ୍ଚ ଦିନ ଧରି ଗ୍ରାମ ଗ୍ରାମ ବୁଲି ଭୋଗ ଖାଇଥାନ୍ତି । ସଭିଙ୍କୁ ଆଶୀଷ ପ୍ରଦାନ କରିଥାନ୍ତି । ଶେଷରେ ଭକ୍ତଙ୍କ ଗହଳରେ ହୋଲି ଖେଳିଥାନ୍ତି । ଫଗୁ ରଙ୍ଗରେ ପ୍ରିୟଜନଙ୍କୁ ଭିଜାଇଥାନ୍ତି ।

Tal van stellen hebben in de achterliggende jaren baat gehad bij het gebruik van erectiemedicatie, suiker stimuleert namelijk de aanmaak van cortisol in je lichaam, advocaten met osler hoskin \u0026amp. De onderzoekers ontdekten dat de muizen die de kunstmatige online recept krijgen om deze te bestellen ziekteverwekkers dan de controlemuizen die de gebruikelijke alvleesklier ontvangen en u gasten onvergetelijk maakt.

Related post

ବାରମ୍ବାର ଛିଙ୍କିବା ଟେନସନ ବଢିଥାଏ କି? ଏହି ଘରୋଇ ଉପଚାରରୁ ଆପଣ ଆରାମ ପାଇପରିବେ |

ବାରମ୍ବାର ଛିଙ୍କିବା ଟେନସନ ବଢିଥାଏ କି? ଏହି ଘରୋଇ ଉପଚାରରୁ ଆପଣ…

ସ୍ୱାସ୍ଥ୍ୟ10/12(ଫୋକସ ପ୍ଲସ)ବାରମ୍ବାର ଛିଙ୍କରୁ କିପରି ମୁକ୍ତି ପାଇବେ: ଛିଙ୍କିବା ଅତି ସାଧାରଣ, କିନ୍ତୁ ଶୀତଦିନେ କିମ୍ବା ପାଗ ପରିବର୍ତ୍ତନ ହେଲେ ଏହାର ଆବୃତ୍ତି ଯଥେଷ୍ଟ ବୃଦ୍ଧି ପାଇଥାଏ |…
ସୋମବାର ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ କରିବେ ପ୍ରଧାନମନ୍ତ୍ରୀ ମୋଦୀ |

ସୋମବାର ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ…

ନୂଆଦିଲ୍ଲୀ10/12(ଫୋକସ ପ୍ଲସ); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ କରିବେ ।ଏହି କାର୍ଯ୍ୟକ୍ରମରେ ମୋଦି…
ମାୟାବତୀଙ୍କ ବଡ ନିଷ୍ପତ୍ତି,ପୁତୁରା ଆକାଶ ଆନନ୍ଦ ଉତ୍ତରାଧିକାରୀ ଭାବରେ ମନୋନୀତ କଲେ |

ମାୟାବତୀଙ୍କ ବଡ ନିଷ୍ପତ୍ତି,ପୁତୁରା ଆକାଶ ଆନନ୍ଦ ଉତ୍ତରାଧିକାରୀ ଭାବରେ ମନୋନୀତ କଲେ…

ଉତ୍ତରପ୍ରଦେଶ10/12(ଫୋକସ ପ୍ଲସ); ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ବାହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ରବିବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ଦଳ ବୈଠକରେ ତାଙ୍କ ପୁତୁରା…

Leave a Reply

Your email address will not be published. Required fields are marked *