୧୦ କିଲୋ ଗୋମାଂସ ସହ ଲୁନା ଜବତ ଜଣେ ଅଟକ

 ୧୦ କିଲୋ ଗୋମାଂସ ସହ ଲୁନା ଜବତ ଜଣେ ଅଟକ

ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଚଡ଼ିଆପଦା ଗ୍ରାମରେ ଜଣେ ଯୁବକ ଗୋମାଂସ ୧ କିଲୋ ଲେଖାଏଁ ୧୦ଟି ପଲିଥିନ ଜରିରେ ଭର୍ତ୍ତି କରି ବିକ୍ରି କରିବାକୁ ନେଉଥିବା ବେଳେ ବଜରଙ୍ଗି ଦଳ ହାତରେ ଧରା ପଡ଼ିଥିଲେ। ଯୁବକଙ୍କୁ ଅଟକ ରଖି ବଜରଙ୍ଗି ଦଳର କର୍ମୀମାନେ ମୋହନା ଥାନାକୁ ଖବର ଜଣାଇବା ପରେ ଘଟଣା ସ୍ଥଳରେ ମୋହନା ପୁଲିସ ପହଞ୍ଚି ଲୁନା ଗାଡ଼ି ନଂ (ଓଡ଼ି୦୭ଜେଡ଼ଠ୯୫୨)ସହ ୧୦ କିଲୋ ଗୋମାଂସ ଓ ଯୁବକଙ୍କୁ ଆଣି ଅଟକ ରଖିବା ସହ ଥାନା କେଶ ନଂ୪୩/୨୨ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି। ଗଜପତି ଜିଲ୍ଲା ମୋହନା ରୁ ଯୋଗେନ୍ଦ୍ର କୁମାର ରଥ

Related post

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି ବିଶେଷ, ଜାଣନ୍ତୁ କାହା କାହା ଦିଆଯାଇଛି ନିମନ୍ତ୍ରଣ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି…

ଉତ୍ତର ପ୍ରଦେଶ: ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ହେବ । ଏଥିପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ପଠାଯାଉଛି । ଏହି ଉତ୍ସବର…
ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ରାୟଗଡ଼ା: ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି, ହେଲପର୍ କୁ କିଛି ମିଳିଲା ନାଇଁ ସେଥିପାଇଁ ସିଧା ସିଧା ବଖାଣିଲେ ଦିଦିଙ୍କ ଭିତିରି କଥା ଏ…
ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7 ଟି ମାମଲା ମିଳିଲା କି?

ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7…

ଭାରତରେ ଚାଇନା ନିମୋନିଆ07/12(ଫୋକସ ପ୍ଲସ); ଚାଇନାରେ ବ୍ୟାପିଥିବା ରହସ୍ୟମୟ ନିମୋନିଆକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଛି। ମାଇକୋପ୍ଲାଜମା ନିମୋନିଆରେ ପୀଡିତ ପିଲାମାନଙ୍କ ସହିତ ଚାଇନାର ଡାକ୍ତରଖାନାଗୁଡ଼ିକ ଭରି…

Leave a Reply

Your email address will not be published. Required fields are marked *