ଦିନକରେ ଓଡ଼ିଶାରରେ ୭୨ କରୋନା ପଜିଟିଭ ଚିହ୍ନଟ I

ଦିନକରେ ଓଡ଼ିଶାରରେ ୭୨ କରୋନା ପଜିଟିଭ ଚିହ୍ନଟ I

ରାଜ୍ୟରେ ତଳ ମୁହାଁ ହେଉଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୨ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫ କିଶୋର କିଶୋରୀ ରହିଥିବା ବେଳେ ୪୨ କ୍ବାରେଣ୍ଟାଇନ ସେଣ୍ଟର ଓ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଟି ମାମଲା ରହିଥିବା ବେଳେ ବାଲେଶ୍ବରରୁ ୧, ବରଗଡରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୨, ଗଜପତିରୁ ୭, ଗଞ୍ଜାମରୁ ୧୭, ଯାଜପୁରରୁ ୪, କନ୍ଧମାଳରୁ୧, କେନ୍ଦ୍ରାପଡାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନୟାଗଡରୁ୨, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୭ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭,୧୦୮ରେ ପହଞ୍ଚିଛି ।

Related post

ଏ ଯୁଗର ସାବିତ୍ରୀ ।

ଏ ଯୁଗର ସାବିତ୍ରୀ ।

କଳାହାଣ୍ଡି୨୩/୦୨/୨୦୨୪: ଯମଦେବଙ୍କ ପାଖରୁ ମୢତ ସ୍ବାମୀଙ୍କୁ ଫେରି ପାଇ ଥିଲେ ସାବିତ୍ରୀ । ଏ ପୁରାଣର କଥା । କିନ୍ତୁ ମୢତ୍ୟ ମୁଖରେ ପଡି ଥିବା ସ୍ବାମୀଙ୍କୁ ନିଜ…

ଆମର କୋରାପୁଟ ଜିଲ୍ଲା ଆମର ଚାକିରୀ ଆମକୁ ଦିଅ ନାରାରେ କମ୍ପିଲା…

ଜିଲ୍ଲା ଭିଷିକ ନିଯୁକ୍ତି ଦାବିରେ କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ବେକାର ଯୁବା ଯୁବତୀ କୋରାପୁଟ୨୩/୦୨/୨୦୨୪: ଜିଲ୍ଲାରେ ଜୋରଧରିଲା ଜିଲ୍ଲା ଭିଭିକ ନିଯୁକ୍ତି ଦାବି । ଜିଲ୍ଲା ଭିରିକ…
କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ।

କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ।

କୋରାପୁଟ୨୩/୦୨/୨୦୨୪: କୋରାପୁଟର ଦେଓମାଳୀ ଠାରେ ଓଡିଶା ଲଳିତ କଳା ଏକାଡେମୀ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଏବଂ କୋରାପୁଟ ଜିଲ୍ଲା ପ୍ରଶାସନ ସହଯୋଗରେ ଏକ ରାଜ୍ୟ…

Leave a Reply

Your email address will not be published. Required fields are marked *