ଫାଲକନ ଫିଇଡ୍ସ ସମ୍ମୁଖରେ ସଡ଼କ ଦୁର୍ଘଟଣା ଦୁଇ ଗୁରୁତ୍ୱର ।

ଫାଲକନ ଫିଇଡ୍ସ ସମ୍ମୁଖରେ ସଡ଼କ ଦୁର୍ଘଟଣା ଦୁଇ ଗୁରୁତ୍ୱର ।

ଟ୍ରକ କୁ ପିଟିଲା ଟ୍ରକ ଦୁଇ ଗୁରୁତ୍ୱର ଟାଙ୍ଗି ମେଡିକାଲରେ ଭର୍ତ୍ତି । ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଥାନା ଫାଲକନ ଫିଇଡ୍ସ ସମ୍ମୁଖରେ । ସୂଚନାଯୋଗ୍ୟ ଯେ ଫାଲକନ ଫିଇଡିସ୍ ସମ୍ମୁଖରେ ଠିଆ ହୋଇଥିବା ଏକ ଆଇରନ ବୋଝେଇ ଟ୍ରକ ପଛକୁ ଧକ୍କା ଦେଲା ଆଉ ଏକ ଅଣ୍ଡା ବୋଝେଇ ଟ୍ରକ , ଧକ୍କା ଦେଇଥିବା ଟ୍ରକ ଆନ୍ଦ୍ରାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଘଟିଥିଲା ଦୁର୍ଘଟଣା ଦୁଇ ଗୁରୁତ୍ୱର। ଘଟଣା ସ୍ତଳରେ କୁହୁଡ଼ି ଫାଣ୍ଡି ଅଧିକାରୀପୋଲିସ ପହଞ୍ଚି ପ୍ରସନ୍ନ କୁମାର ଜେନା ରାସ୍ତା ସ୍ୱାଭାବିକ କରିବା ସହ ଦୁର୍ଘଟଣା ବ୍ୟକଙ୍କୁ ଟାଙ୍ଗି ମେଡିକାଲ ପହଞ୍ଚାଇବା ବେବସ୍ଥା କରିଛନ୍ତି ଆମ୍ବୁଲାନ୍ସ ସାହାଯ୍ୟରେ ।

Related post

ବାରମ୍ବାର ଛିଙ୍କିବା ଟେନସନ ବଢିଥାଏ କି? ଏହି ଘରୋଇ ଉପଚାରରୁ ଆପଣ ଆରାମ ପାଇପରିବେ |

ବାରମ୍ବାର ଛିଙ୍କିବା ଟେନସନ ବଢିଥାଏ କି? ଏହି ଘରୋଇ ଉପଚାରରୁ ଆପଣ…

ସ୍ୱାସ୍ଥ୍ୟ10/12(ଫୋକସ ପ୍ଲସ)ବାରମ୍ବାର ଛିଙ୍କରୁ କିପରି ମୁକ୍ତି ପାଇବେ: ଛିଙ୍କିବା ଅତି ସାଧାରଣ, କିନ୍ତୁ ଶୀତଦିନେ କିମ୍ବା ପାଗ ପରିବର୍ତ୍ତନ ହେଲେ ଏହାର ଆବୃତ୍ତି ଯଥେଷ୍ଟ ବୃଦ୍ଧି ପାଇଥାଏ |…
ସୋମବାର ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ କରିବେ ପ୍ରଧାନମନ୍ତ୍ରୀ ମୋଦୀ |

ସୋମବାର ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ…

ନୂଆଦିଲ୍ଲୀ10/12(ଫୋକସ ପ୍ଲସ); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ କରିବେ ।ଏହି କାର୍ଯ୍ୟକ୍ରମରେ ମୋଦି…
ମାୟାବତୀଙ୍କ ବଡ ନିଷ୍ପତ୍ତି,ପୁତୁରା ଆକାଶ ଆନନ୍ଦ ଉତ୍ତରାଧିକାରୀ ଭାବରେ ମନୋନୀତ କଲେ |

ମାୟାବତୀଙ୍କ ବଡ ନିଷ୍ପତ୍ତି,ପୁତୁରା ଆକାଶ ଆନନ୍ଦ ଉତ୍ତରାଧିକାରୀ ଭାବରେ ମନୋନୀତ କଲେ…

ଉତ୍ତରପ୍ରଦେଶ10/12(ଫୋକସ ପ୍ଲସ); ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ବାହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ରବିବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ଦଳ ବୈଠକରେ ତାଙ୍କ ପୁତୁରା…

Leave a Reply

Your email address will not be published. Required fields are marked *