ଅଗ୍ନିକାଣ୍ଡ ଘଟି ୯ବଖରା ଘର ଭଶ୍ମିଭୁତ I

ଅଗ୍ନିକାଣ୍ଡ ଘଟି ୯ବଖରା ଘର ଭଶ୍ମିଭୁତ I

ବାଲେଶ୍ଵର ଜିଲ୍ଲା ସିମୁଳିଆ ବ୍ଲକ ମୁରୁଣା ଗ୍ରାମ ପଞ୍ଚାୟତ ର ମହାପାତ୍ର ସାହିର ଗତକାଲି ବିଲମ୍ବିତ ରାତିରେ ବ୍ରଜକିଶୋର ମହାପାତ୍ରଙ୍କର ପାଞ୍ଚ ବଖରା ଘର ଓ ବୈକୁଣ୍ଠ ଚରଣ ମହାପାତ୍ରଙ୍କ ର ଚାରି ବଖରା ଘର ପୁଡ଼ି ପାଉଁଶ ହୋଇଯିବ ସହିତ ଦୁଇ ପରିବାରର ଲକ୍ଷାଧିକ ଟଙ୍କାର ସମ୍ପତି ପୁଡ଼ି ପାଉଁଶ ହୋଇଯାଇଛି ରାତିରେ ଦୁଇ ପରିବାର ଖାଇ ଶୋଇଥିବା ସମୟରେ ହଠାତ ନିଆଁ ଲାଗିଯାଇଥିଲା ନିଆଁ ଲାଗି ଗୋଟେ ଘରୁ ଅନ୍ୟ ଘରକୁ ବ୍ୟାପି ଯାଇଥିଲା ବିଦ୍ୟୁତ ସର୍ଟସର୍କିଟ ରୁ ନିଆଁ ଲାଗିଯାଇଥିବାର ଅନୁମାନ କରାଯାଉଛି ଖବର ପାଇ ଅଡ଼ା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁ କୁ ଆୟତ୍ତ କରିଥିଲେ।

Related post

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଫୋକସ ପ୍ଲସ ୩୧/୧/୨୩(ବ୍ୟୁରୋ):ଆତ୍ମଘୋଷିତ ବାବା ଆଶାରାମ ବାପୁ ୧୦ ବର୍ଷ ପୁରୁଣା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁଜରାଟର ଗୋଟିଏ କୋର୍ଟ ଆଶାରାମକୁ ଦୋଷୀ ସାବ୍ୟସ୍ତ…
ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ପ୍ରିୟଙ୍କାଙ୍କ ଝିଅ ମାଳତୀର ଫଟୋ

ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ପ୍ରିୟଙ୍କାଙ୍କ ଝିଅ ମାଳତୀର ଫଟୋ

ଫୋକସ ପ୍ଲସ ୩୧/୧/୨୩(ବ୍ୟୁରୋ):ଅଭିନେତ୍ରୀ ପ୍ରିୟଙ୍କାଙ୍କ ଝିଅ ଅବିକଳ ନିକ ଜୋନାସଙ୍କ ଭଳି ଦେଖାଯାଉଛନ୍ତି | ପ୍ରିୟଙ୍କା ସୋସିଆଲ ମିଡିଆରେ ଝିଅ ମାଳତୀର ଫଟୋ ଏବଂ ଭିଡିଓ ସେୟାର କରିଛନ୍ତି।…
ପ୍ରଶ୍ନପତ୍ର ଲିକ ଘଟଣାରେ ଶିକ୍ଷକ ଗିରଫ

ପ୍ରଶ୍ନପତ୍ର ଲିକ ଘଟଣାରେ ଶିକ୍ଷକ ଗିରଫ

ଫୋକସ ପ୍ଲସ ୩୧/୧/୨୩(ମାଲକାନଗିରି):ପ୍ରଶ୍ନ ପତ୍ର ଲିକ ଘଟଣାରେ ଗିରଫ ହେଲେ ମାଲକାନଗିରି ଶିକ୍ଷକ l ଗୁଜରାଟରୁ ମାଲକାନଗିରି ଲମ୍ବିଛି ବଡ ଧରଣର ପ୍ରଶ୍ନପତ୍ର ସ୍କାମ। ଗୁଜରାଟ ପଞ୍ଚାୟତ ସର୍ଭିସ…

Leave a Reply

Your email address will not be published.