ଚନ୍ଦନ ଯାତ୍ରାବେଳେ ଅଘଟଣ
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଚାଲିଥିବା ଚନ୍ଦନ ଯାତ୍ରା ତୃତୀୟ ଦିନରେ ଏକ ଅଭାବନୀୟ ଘଟଣା ଘଟିଛି। ଯାତ୍ରା ଚାଲିଥିବା ବେଳେ କାଳବୈଶାଖୀ ବର୍ଷା ପବନ ହେବାରୁ ରାସ୍ତା ପାର୍ଶ୍ୱରେ ଥିବା ମୁଖ୍ୟ ବିଦ୍ୟୁତ୍ ଚାଳିତ ଗେଟ
Read More