ନାଚ ଗୀତାରେ ଝୁମିଲେ ଏସପି
ଫୋକସ ପ୍ଲସ 26/5/22 (ନବରଙ୍ଗପୁର): କିଶୋରୀ ଜାଗୃତି ସପ୍ତାହ ପାଳନ ଉତ୍ସବ ରେ ଗୀତ ଗାଇଲେ ନବରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ l ନବରଙ୍ଗପୁର ଜିଲ୍ଲା ନିସନାହାଣ୍ଡି ପଞ୍ଚାୟତ ର ଏକମ୍ବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କିଶୋରୀ ଜାଗୃତି ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ
Read More