ଡ୍ୟୁଟି ସମୟରେ ମେଡ଼ିକାଲ କାର୍ଯ୍ୟାଳୟରେ ପଡ଼ିଛି ତାଲା।

ଫୋକସ ପ୍ଲସ 8/5/22 (ଚାନ୍ଦବାଲି):ମେଡ଼ିକାଲ ଅଛି କିନ୍ତୁ ତାଲା ପଡ଼ିଛି, ରୋଗୀ ଅଛନ୍ତି କିନ୍ତୁ ମେଡିକାଲରେ ଡାକ୍ତର ନାହାନ୍ତି।  ଏଠି ନାଁ ଅଛନ୍ତି ଡାକ୍ତର ନାଁ ଡାକ୍ତରଙ୍କ…