ବାଲିଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଇଭିଏମ୍ ଓ ଭିଭିପ୍ୟାଟ୍ ପ୍ରଦର୍ଶନୀ କେନ୍ଦ୍ର ଉଦ୍ଘାଟନୀ ସମାରୋହ ଏବଂ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ବାଲିଗୁଡ଼ା୧୬/୦୧/ ୨୦୨୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା , ସକାଳ ୧୦ ଘଟିକା ୩୦ ମିନିଟ୍ ସମୟରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଇଭିଏମ୍ ଏବଂ ଭିଭିପ୍ୟାଟ୍ ପ୍ରଦର୍ଶନୀ…