ମା’ ବରାଳ ଦେବୀଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ପାଳନ ପାଇଁ ବିଶାଳ କଳସ ଶୋଭାଯାତ୍ରା ।

କନ୍ଧମାଳ ୨୭/୦୨/୨୦୨୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ଅଧୂଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଇଁ ଆରମ୍ଭ ହୋଇଛି ପୂଜାର୍ଚ୍ଚନା ।…