ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର: ୨୭ ଏକର ଜମିକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅନୁମତି ୧୧୬୪ ଏକର ଜମିରେ ନିର୍ମାଣ ହେବ ବିମାନବନ୍ଦର

ପୁରୀ: ଶ୍ରୀଜଗନ୍ନାଥ ଅର୍ନ୍ତଜାତୀୟ ବିମାନବନ୍ଦରକୁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରାଳୟର ସବୁଜ ସଙ୍କେତ ପରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ଜମି ଅଧିଗ୍ରହଣ ପ୍ରକ୍ରିୟା।…