ମୟୂରଭଞ୍ଜ ଜିଲ୍ଲାପାଳ ଓ ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ।

ମୟୂରଭଞ୍ଜ ୨୧/୦୨/୨୦୨୪: କରଞ୍ଜିଆ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଆଶିଷ ଠାକରେ ଓ ମୟୂରଭଞ୍ଜ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ଉପସ୍ଥିତ ରହି…